କାଲି ପ୍ରଥମ ପର୍ଯ୍ୟାୟ ଭୋଟ୍; ୪ ଲୋକସଭା, ୨୮ ବିଧାନସଭା ପାଇଁ ପ୍ରତିନିଧି ବାଛିବେ ଜନତା
ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଭୋଟ ପଡ଼ିବାକୁ ଯାଉଥିବା ବେଳେ ଶନିବାର ପ୍ରଚାର କାର୍ଯ୍ୟକ୍ରମରେ ବିରାମ ଲାଗିଛି। ଶେଷ ଦିନରେ ନିଜନିଜ ଦଳର ପ୍ରାର୍ଥୀଙ୍କ ପାଇଁ ବିଭିନ୍ନ ଦଳର ହେଭିୱେଟ ଜୋର୍ଦାର ପ୍ରଚାର କରିଛନ୍ତି। … Read More