ଆଗାମୀ ୪୮ ଘଣ୍ଟା ପରେ ପୁଣି ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ବର: ଆଗାମୀ ୪୮ ଘଣ୍ଟା ପରେ ପୁଣି ବଢିବ ତାତି। ଏନେଇ ପାଣିପାଗ କେନ୍ଦ୍ର ଭୁବନେଶ୍ୱରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୪୮ ଘଣ୍ଟା ପରେ ରାଜ୍ୟରେ ୨ରୁ ୪ ଡିଗ୍ରି ତାପମାତ୍ରା ବଢିବା ନେଇ ଆକଳନ … Read More

ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୪।୫: ମଇଦାନରେ ଶକ୍ତି ପ୍ରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ତାରିଖରେ ରାଜଧାନୀ ଦେଖିବ ବିଜେଡି ସୁପ୍ରିମୋଙ୍କ ଶକ୍ତି ପ୍ରଦର୍ଶନ। କାରଣ ଗୁରୁବାର ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ । ରୋଡ ଶୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ … Read More

ଆସିଲା ଏଡିଆର୍ ରିପୋର୍ଟ: ୮୭ ଜଣଙ୍କ ନାଁରେ ରହିଛି ଅପରାଧିକ ମାମଲା

ଭୁବନେଶ୍ବର: ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ଆସନ ପାଇଁ ଆସିଲା ଏଡିଆର୍ ରିପୋର୍ଟ। ଓଡ଼ିଶାରେ ଦ୍ଵିତୀୟ ପର୍ଯ୍ୟାୟରେ ୨୬୫ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ୨୬୫ ପ୍ରାର୍ଥୀ ମଧ୍ୟରୁ ୮୭ ଜଣଙ୍କ ନାଁରେ ରହିଛି ଅପରାଧିକ ମାମଲା। ୭୦ ଜଣଙ୍କ ନାଁ ରେ … Read More

କାଲି କଟକରେ ରୋଡ୍‌ ଶୋ’ କରିବେ ଅମିତ ଶାହ

କଟକ : ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଦିନ ୧୨ଟା ୩୦ ମିନିଟରେ ଶାହ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ସୋରଡ଼ା ଯିବେ। ସେଠାରେ ଦଳୀୟ ନିର୍ବାଚନୀ କାର୍ଯ୍ୟକ୍ରମରେ ଯୋଗ ଦେବେ … Read More

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବିଜେଡି ୨୪ଟି ବିଧାନସଭା ଆସନରେ ବିଜୟୀ ହେବ: ୫ଟି ଅଧ୍ୟକ୍ଷ

ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କିଏ ଜିତିବ କେତେ ଆସନ , ଏନେଇ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ନିଜର ମତ ରଖିଛନ୍ତି। ସେ କହିଛନ୍ତି ବିଜେଡି ୨୪ଟି ଆସନରେ ବିଜୟୀ ହେବ। ଏଣେ ବିଜେଡି ମୁଖପାତ୍ର ସ୍ଵୟଂ ପ୍ରକାଶ ମହାପାତ୍ର … Read More

ପ୍ରଦୀପ ପାଣିଗ୍ରାହୀ ଗୁରୁତର; ଏମ୍ସ ସ୍ଥାନାନ୍ତର

ଭୁବନେଶ୍ବର: ବିରୋଧୀଙ୍କ ଆକ୍ରମଣରେ ଆହତ ହୋଇଥିବା ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି। ପ୍ରଦୀପଙ୍କ ପଞ୍ଜରା ହାଡରେ ଆଘାତ ଲାଗିଥିବା ସୂଚନା ମିଳିଛି। ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁରରୁ ଏମସରେ ଭର୍ତ୍ତି କରାଯାଇଥିବା ନେଇ … Read More

ପ୍ରଥମ ପର୍ଯ୍ୟାୟରେ ସମସ୍ତ ୪ଟି ଲୋକସଭା ଜିତିବା ନେଇ ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀଙ୍କ ଦମ୍ଭୋକ୍ତି

ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟରେ ସମସ୍ତ ୪ଟି ଲୋକସଭା ଜିତିବା ସହ ୨୮ ବିଧାନସଭା ଆସନରୁ ୧୮ଟି ବିଧାନସଭା ଜିତିବା ନେଇ ବିଜେପି ଦମ୍ଭୋକ୍ତି କରିଛି। ଆଗକୁ ରାଜ୍ୟରେ ବିଜେପି ସରକାର କରିବା ସହ ୧୬ଟି ଲୋକସଭା ଆସନ ବିଜେପି ଜିତିବ ବୋଲି … Read More

ନିର୍ବାଚନ ଡ୍ୟୁଟି ସାରି ଫେରୁଥିଲେ ପୋଲିଂ କର୍ମଚାରୀ, ମାଡ଼ିଗଲା ବସ୍‌

ମାଲକାନଗିରି : ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଜଣେ ପୋଲିଂ କର୍ମଚାରୀଙ୍କ ଉପରେ ମାଡ଼ିଗଲା ବସ୍‌। ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତମୁଗୋଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ପୋଲିଂ କର୍ମଚାରୀ ଜଣଙ୍କ ହେଉଛନ୍ତି ଖଇରପୁଟ ଏମ୍‌. … Read More

ସ୍କୁଟି ସହ ବାଇକ୍‌ ମୁହାଁମୁହିଁ: ୨ ଜଣଙ୍କର ମୃତ୍ୟୁ, ୩ ଗୁରୁତର

କେନ୍ଦୁଝର: ୨୦୦ ନମ୍ବର ଜାତୀୟ ରାଜପଥ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବାଇକ ସହିତ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି। ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛନ୍ତି। ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗୋପାଳପୁର ଗ୍ରାମର ଯଦୁ … Read More

ସୋର ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେପି

ସୋର : ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି ବିଜେପି। ପର୍ଶୁରାମ ଧଡ୍ଡାଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ସୋର ବିଧାନସଭା ପାଇଁ ରାଜୁ ଦାସଙ୍କୁ ପ୍ରାର୍ଥୀ କରିଥିଲା ବିଜେପି। ନିକଟରେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ ପର୍ଶୁରାମ ଧଡ୍ଡା। ଶ୍ରୀ … Read More