ରାଉରକେଲାରେ ନିର୍ବାଚନୀ ସଭା: କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ
ରାଉରକେଲା: ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେକ୍ଟର-୧୩ ମେଳଣ ପଡ଼ିଆରେ ନିର୍ବାଚନୀ ସଭାରେ ଉଦ୍ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସାଢ଼େ ୧୧ଟାରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ ସଭାସ୍ଥଳକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ … Read More