ନବୀନ ବାବୁ ବ୍ୟାଗ୍ରେ ଷ୍ଟିକର ମାରି ନିଜେ ଚାଉଳ ଦେଉଛନ୍ତି ବୋଲି କହୁଛନ୍ତି: ଶାହ
ଭୁବନେଶ୍ବର: ଗରିବଙ୍କୁ ଚାଉଳ ଦେବା ପ୍ରସଙ୍ଗ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ସରକାରଙ୍କୁ ଘେରିଛନ୍ତି। ଗଂଜାମ ଜିଲ୍ଲା ଆସିକା ଲୋକସଭା ଅଧୀନ ସୋରଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି)ର ବିଜୟ ସଂପର୍କ ସମାବେଶରୁ ନବୀନଙ୍କୁ ସିଧା ନିଶାନା କରିଛନ୍ତି। … Read More