ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ୍ ସୋ’
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ୍ ସୋ’ । ରୋଡ୍ ସୋ’ ରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଲୋକ । ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ … Read More