କ୍ଷମତାକୁ ଆସିଲେ ରାମ ମନ୍ଦିର ଉପରେ ବୁଲଡୋଜର ଚଢ଼ାଇ ଦେବେ କଂଗ୍ରେସ ଓ ସପା : ମୋଦି
ଲୋକସଭା ନିର୍ବାଚନ ପାଇଁ ପ୍ରଚାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବଡ଼ ଦାବି କରିଛନ୍ତି। ଯଦି କଂଗ୍ରେସ ଓ ସମାଜବାଦୀ ପାର୍ଟି(ସପା), ତା’ହେଲେ ସେମାନେ ଅଯୋଧ୍ୟାରେ ଥିବା ରାମ ମନ୍ଦିର ଉପରେ ବୁଲଡୋଜର ଚଢ଼ାଇ ଦେବେ ବୋଲି ମୋଦି କହିଛନ୍ତି। … Read More