ସାଲିଆସାହିରେ ବିଜେପି ପାଇଁ କ୍ୟାମ୍ପେନ କଲେ ହେମା ମାଳିନୀ
ଭୁବନେଶ୍ବର : ଭୁବନେଶ୍ବରରେ ଡ୍ରିମ ଗାର୍ଲ । ଓଡ଼ିଶାରେ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ଡ୍ରିମ ଗାର୍ଲ ହେମା ମାଳିନୀ । ବିଜେପି ପାଇଁ ଆରମ୍ଭ କରିଛନ୍ତି କ୍ୟାମ୍ପେନ। ପ୍ରଥମେ ଭୁବନେଶ୍ବର ସାଲିଆ ସାହିରେ ପ୍ରଚାର କରିଛନ୍ତି । ତାଙ୍କ ସହ ଉତ୍ତର ବିଧାୟକ … Read More