୨୨ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର; ୨୪ରେ ଅବପାତ
ଭୁବନେଶ୍ୱର : ରାଜ୍ୟବାସୀଙ୍କ ତାତିରୁ ମିଳିବ ଆଶ୍ୱସ୍ତି। ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, … Read More