ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳର ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ପର୍ଯ୍ୟାୟ ମତଦାନ ସରିଯାଇଛି | ଆସନ୍ତାକାଲି ଦ୍ଵିତୀୟ ପର୍ଯ୍ୟାୟ ମତଦାନ ହେବ | ଆଉ ଏହାରି ଭିତରେ ରାଜ୍ୟ ବିଜେପିର କାର୍ଯ୍ୟାଳୟରେ ପହଂଚି ଦଳର ସ୍ଥିତି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ | ରାଜ୍ୟ ବିଜେପିର … Read More

ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ

ସମ୍ବଲପୁର: କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀଙ୍କୁ ଶାଣିତ ଆକ୍ରମଣ କଲେ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ସବୁ କାମରେ ରାଜନୈତିକ ଫାଇଦା ଦେଖନ୍ତି, ଆମ ମୁଖ୍ୟମନ୍ତ୍ରୀ ସେବାରେ ବିଶ୍ୱାସ ରଖନ୍ତି ବୋଲି କହିଛନ୍ତି ପାଣ୍ଡିଆନ । ୧୦ ବର୍ଷରେ କଣ କାମ କରିଛ, ଲୋକଙ୍କୁ … Read More

ନିର୍ବାଚନ ଡ୍ୟୁଟିରେ ଯାଇଥିବା ପୋଲିଂ ଅଧିକାରୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ବଲାଙ୍ଗୀର: ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର ଆଚାର୍ଯ୍ୟ। ଆଗଲପୁର ପଟୁଆପାଲି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଥିଲେ ଶୁସିଲ। ନିର୍ବାଚନ ଡ୍ୟୁଟି ପାଇଁ ଟିଟିଲାଗଡ ଯାଇଥିଲେ। ଟିଟିଲାଗଡ଼ରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର … Read More

ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ

କେନ୍ଦୁଝର: ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର । କୁମ୍ଭୀର କାନ୍ଦଣା ଏଠାରେ ଚଳିବନି ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଆନନ୍ଦପୁରରେ ଆୟୋଜିତ ସାଧାରଣ ସଭାରେ … Read More

ଭୁବନେଶ୍ୱର ସାଂସଦଙ୍କୁ ବିଜେଡିର ଜୋରଦାର ଟାର୍ଗେଟ

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦଙ୍କୁ ବିଜେଡିର ଜୋରଦାର ଟାର୍ଗେଟ । ରବିବାର ପ୍ରେସମିଟ୍ କରି ବିଜେପି ନେତ୍ରୀ ଅପରାଜିତା ଷଡଙ୍ଗୀ ପ୍ରଥମେ ବିଜେଡି ଉପରେ ବର୍ଷିବା ପରେ, ଏହାର ପ୍ରତି ଜବାବ ଦେଇଛନ୍ତି ବିଜେଡି ମୁଖପାତ୍ର ତଥା ସାଂସଦ ସସ୍ମିତ ପାତ୍ର । … Read More

ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

ବ୍ରହ୍ମପୁର: ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ । ପୂର୍ବରୁ ୯ ଜଣ ଗିରଫ … Read More

ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ, ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ । ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ମେଗା ରୋଡ ସୋ ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତାକାଲି ପୁଣିଥରେ ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ । … Read More

ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଖୁବ ଶୀଘ୍ର ଓଡ଼ିଶାରେ କରିବ ପ୍ରବେଶ

ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସି ଖବର ।  ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।  ଆଜି କୋମରିନ-ମାଳଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ ଆଣ୍ଡାମାନ ସାଗର ଦ୍ବୀପ ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେଉଛି ।  ପ୍ରଭାବରେ ନିକୋବର … Read More

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି, ନିୟୋଜିତ ହେବେ ୩୩ ହଜାର ପୋଲିସ କର୍ମଚାରୀ

ଭୁବନେଶ୍ୱର: ଆସନ୍ତାକାଲି ଦେଶରେ ପଞ୍ଚମ ଏବଂ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଆଇନ ଶୃଙ୍ଖଳାକୁ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଡିଜିପି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଲାଗି ୫ … Read More

ଆତଙ୍କବାଦୀଙ୍କ ଗୁଳିରେ ପୂର୍ବତନ ସରପଞ୍ଚ ମୃତ, ଦୁଇ ପର୍ଯ୍ୟଟକ ଆହତ

ଜମ୍ମୁ ଓ କଶ୍ମୀରର ଶୋପିଆନ ଓ ଅନନ୍ତନାଗ ଜିଲ୍ଲାରେ ଶନିବାର ଆତଙ୍କବାଦୀ ଆକ୍ରମଣ ଘଟଣାରେ ଜଣେ ବିଜେପି ନେତା ତଥା ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ମୃତ ସରପଞ୍ଚଙ୍କ ନାଁ ଏଜାଜ ଶେଖ। … Read More