ମୁଖ୍ୟମନ୍ତ୍ରୀଙ୍କୁ ୩ଟି ଗିଫ୍ଟ ଦିଅନ୍ତୁ ପ୍ରଧାନମନ୍ତ୍ରୀ; ଜାଣନ୍ତୁ କେଉଁ ଗିଫ୍ଟ କଥା କହିଲେ କାର୍ତ୍ତିକ ପାଣ୍ଡିଆନ୍‌‌

ମାହାଙ୍ଗା: ଓଡ଼ିଶାକୁ ପ୍ରଚାର କରିବାକୁ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେଡି ସରକାର ଉପରେ ବର୍ଷିବା ପରେ ଜବାବ ରଖିଛନ୍ତି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌। ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ମାହାଙ୍ଗାରେ ଏହାର ଜବାବ … Read More

ଅହମ୍ମଦାବାଦ ବିମାନବନ୍ଦରରୁ ୪ ଆଇଏସଆଇଏସ ଆତଙ୍କୀ ଗିରଫ

ଅହମ୍ମଦାବାଦ: ଅହମ୍ମଦାବାଦ ବିମାନବନ୍ଦରରୁ ୪ ଜଣ ଆଇଏସଆଇଏସ ଆତଙ୍କବାଦୀ ଗିରଫ ହୋଇଛନ୍ତି। ଗିରଫ ୪ ଆତଙ୍କବାଦୀ ଶ୍ରୀଲଙ୍କାର ନାଗରିକ ବୋଲି ଜଣାପଡ଼ିଛି। ଗୁଜରାଟ ଆଣ୍ଟି ଟେରର ସ୍କ୍ବାଡ୍‌(ଏଟିଏସ୍‌) ସେମାନଙ୍କୁ ଗିରଫ କରିଛି। ତେବେ କେଉଁ ମାମଲାରେ ସେମାନଙ୍କୁ ଗିରଫ କରାଯାଇଛି ସେନେଇ … Read More

ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ

ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର ତାଙ୍କୁ ଅନ୍ୟ ଜଣେ ମନୁଷ୍ୟର ଭକ୍ତ କହିବା ମହାପ୍ରଭୁଙ୍କ ପ୍ରତି ସବୁଠୁ ବଡ଼ ଅପମାନ। … Read More

ପୁରୁଣା ପୋଷ୍ଟ ପାଇଁ କଙ୍ଗନାଙ୍କୁ ଜୋରଦାର ବିରୋଧ, ପଥର ମାଡ଼

ନୂଆଦିଲ୍ଲୀ : ଅଭିନେତ୍ରୀରୁ ରାଜନେତ୍ରୀ ବନି ବିଜେପି ଟିକେଟରୁ ନିର୍ବାଚନ ଲଢ଼ୁଥିବା କଙ୍ଗନା ରାଣାୱତଙ୍କୁ ଜୋରଦାର ବିରୋଧ। ହିମାଚଳର ମଣ୍ଡିରୁ ପ୍ରାର୍ଥୀ ହୋଇଥିବା କଙ୍ଗନାଙ୍କୁ ସ୍ଥାନୀୟ ଲୋକ ଓ କଂଗ୍ରେସ କର୍ମୀମାନେ ଲାହାଉଲ ଏବଂ କାଜା ଠାରେ କଳା ପତାକା ପ୍ରଦର୍ଶିତ … Read More

ଇଡିର ନୂଆ ଦାବି: ନିୟମ ଉଲ୍ଲଙ୍ଘନ କରି ବିଦେଶରୁ କୋଟି କୋଟି ଟଙ୍କା ପାଇଛି ଆପ୍‌

ନୂଆଦିଲ୍ଲୀ:ଦିଲ୍ଲୀ ଓ ପଞ୍ଜାବର କ୍ଷମତାସୀନ ଆମ ଆଦମୀ ପାର୍ଟି(ଆପ୍‌) ୨୦୧୪ରୁ ୨୦୨୨ ମଧ୍ୟରେ ବିଦେଶରୁ ୭.୦୮ କୋଟି ଟଙ୍କାର ପାଣ୍ଠି ପାଇଛି। ବିଦେଶୀ ଅନୁଦାନ ଗ୍ରହଣ କରିବା ବେଳେ ଆପ୍‌ Foreign Contribution Regulation Act (FCRA), ଜନ ପ୍ରତିନିଧି ଆଇନ … Read More

ମେଟ୍ରୋ କୋଚରେ କେଜ୍ରିୱାଲଙ୍କ ଉଦ୍ଦେଶ୍ୟରେ ଧମକପୂର୍ଣ୍ଣ ବାର୍ତ୍ତା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ଧମକ। ମେଟ୍ରୋ ଟ୍ରେନର ଏକାଧିକ କୋଚରେ କେଜ୍ରିୱାଲଙ୍କୁ ଧମକ ଦେଇ ଲେଖାଯାଇଛି ମେସେଜ। ସୋଶାଲ ମିଡିଆରେ ମଧ୍ୟ ଉକ୍ତ ଧମକପୂର୍ଣ୍ଣ ବାର୍ତ୍ତାର ଫଟୋ ଭାଇରାଲ ହେବାରେ ଲାଗିଛି। ପୁଲିସ୍‌ର କହିବା କଥା ଯେ … Read More

ମଧ୍ୟପ୍ରାଚ୍ୟରେ ପୁଣି ଅସ୍ଥିରତା, ୭୫,୦୦୦ ଟପିପାରେ ସୁନା

ନୂଆଦିଲ୍ଲୀ: ଇରାନ ଓ ଇସ୍ରାଏଲ ମଧ୍ୟରେ ଗତ ମାସରେ ଦେଖାଦେଇଥିବା ଉତ୍ତେଜନା ଯୋଗୁଁ ସୁନା ଦର ବଢିଚାଲିଥିଲା । କିନ୍ତୁ ଏହି ଉତ୍ତେଜନା ହ୍ରାସ ପାଇବା ପରେ ସୁନା ଦରବୃଦ୍ଧିରେ ଲଗାମ ଲାଗିଥିଲା । କିନ୍ତୁ ଏବେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ … Read More

ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା, ଭାରତରେ ମଇ ୨୧ରେ ଦିନିକିଆ ଶୋକ ପାଳନ କରାଯିବ

ତେହେରାନ: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ ଘୋଷଣା କରାଯାଉଛି । ଇରାନର ରାଷ୍ଟ୍ରପତି ଭବନରେ ଥିବା ତାଙ୍କ ଚେୟାରକୁ କଳା କପଡ଼ାରେ ଢାଙ୍କି ଦିଆଯାଇଛି। ଏହାର … Read More

୨୦ ଫୁଟ ତଳକୁ ଖସିଲା ପିକ୍‌ଅପ୍ ଭ୍ୟାନ୍, ୧୮ ମୃତ

ରାୟପୁର : ଛତିଶଗଡ଼ର କବୀରଧାମ ଜିଲ୍ଲା କବର୍ଧାର ବହପାଣି ଅଞ୍ଚଳରେ ସୋମବାର ଏକ ପିକ୍‌ଅପ୍ ଭ୍ୟାନ୍ ରାସ୍ତାରୁ ୨୦ ଫୁଟ୍ ତଳକୁ ଖସି ପଡ଼ିବାରୁ ୧୮ ଜଣଙ୍କ ମୃତ୍ୟ ଘଟିଛି। ଏଥିରେ ଆହୁରି ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମୃତାହତମାନେ … Read More

ଦିନ ୫ଟା ସୁଦ୍ଧା ରାଜ୍ୟରେ ୬୦.୫୪ ପ୍ରତିଶତ ମତଦାନ ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୬୬.୧୪ ପ୍ରତିଶତ ମତଦାନ ହୋଇଥିବା ବେଳେ ୫୫.୬୫ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ ୬୧.୫୩ ପ୍ରତିଶତ, କନ୍ଧମାଳ … Read More