ବିଜେଡି ସରକାରରେ ଜଗନ୍ନାଥ ମନ୍ଦିର ମଧ୍ୟ ସୁରକ୍ଷିତ ନୁହେଁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଅନୁଗୁଳ: ଗତ ୨୫ ବର୍ଷ ଭିତରେ ବିଜେଡି ସରକାର କିଛି କରିନି। ଏଠାରୁ ଲୋକେ ଅନ୍ୟ ରାଜ୍ୟକୁ ପଳାୟନ କରୁଛନ୍ତି। ଓଡ଼ିଶାକୁ କିଏ ବରବାଦ କରିଲା? କିଏ ଯୁବକଯୁବତୀଙ୍କ ସ୍ବପ୍ନକୁ ଚୁରମାର କରିଛି? ଏଠିକାର ବିଜେଡି ସରକାରର ଶାସନରେ ଲୋକେ ଅତିଷ୍ଠ। … Read More