କେମିକାଲ ଫ୍ୟାକ୍ଟ୍ରୀରେ ବିସ୍ଫୋରଣ: ୬ ମୃତ, ୨୫ରୁ ଅଧିକ ଆହତ
ନୂଆଦିଲ୍ଲୀ : ମହାରାଷ୍ଟ୍ରର ଠାଣେ ଜିଲ୍ଲାର ଡୋମ୍ବିୱଲିରେ ଗୁରୁବାର ଏକ କେମିକାଲ ଫ୍ୟାକ୍ଟ୍ରୀରେ ବିସ୍ଫୋରଣ ପରେ ନିଆଁ ଲାଗିଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି। ଆହୁରି ଅନେକ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି। … Read More