ପରୀକ୍ଷାରେ କମ୍ ନମ୍ବର ରହିବାରୁ ବିଷ ପିଇଲେ ଛାତ୍ର: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବେତନଟୀ : ମ୍ୟାଟ୍ରିକ ପରୀକ୍ଷା ଫଳ ପ୍ରକାଶ ହେବାର ମାତ୍ର କେଇ ଘଣ୍ଟା ପରେ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ। ଛାତ୍ର ଜଣକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛି। ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ପୁରୁଣାପାଣି ଗ୍ରାମରୁ ଆସିଛି ଏହି … Read More

ଦୁଷ୍କର୍ମ ଓ ହତ୍ୟା ଧମକ ମିଳୁଥିବା ଅଭିଯୋଗ ଆଣିଲେ ସ୍ୱାତୀ ମାଲିୱାଲ

AAP ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ ମିଳିଥିବା ସେ ଅଭିଯୋଗ କରିଛନ୍ତି। ପାର୍ଟି(ଆପ୍) ନେତା ତଥା ସ୍ୱେଚ୍ଛାସେବୀଙ୍କ ଦ୍ୱାରା ଚାଲିଥିବା ତାଙ୍କ ଚରିତ୍ର ସଂହାର ଅଭିଯାନ ପରେ ଧମକ ଆସୁଥିବା ଅଭିଯୋଗ କରିଛନ୍ତି ମାଲିୱାଲ। ଏଥିସହ … Read More

ଅଡ଼ୁଆରେ ବିଜେଡିର ଛେଣ୍ଡିପଦା ବିଧାୟକ, ଭୋଟରଙ୍କୁ ଆକ୍ରମଣ ଘଟଣାରେ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଗୋଟିଏ ପଟେ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭାଙ୍ଗିବା ଅଭିଯୋଗରେ ଜେଲ୍ ଯାଇଛନ୍ତି। ଅନ୍ୟପଟେ ବିଜେପି ନେତାଙ୍କ ଅଭିଯୋଗ ପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଜେଡିର ଛେଣ୍ଡିପଦା ବିଧାୟକ ତଥା ପ୍ରାର୍ଥୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ … Read More

ରାମ ମନ୍ଦିରକୁ ମୋବାଇଲ୍‌ ମନା, ଲାଗୁ ହେଲା କଡ଼ା ନିୟମ

ଅଯୋଧ୍ୟାରେ ଥିବା ରାମ ମନ୍ଦିରକୁ ଏବେ ମୋବାଇଲ୍‌ ମନା। ଏହି ମନ୍ଦିର ପରିସରକୁ ଏବେ ମୋବାଇଲ୍‌ ଫୋନ୍‌ ନେବା ନିଷେଧ କରାଯାଇଛି। ସାଧାରଣ ଲୋକଙ୍କ ହୁଅନ୍ତୁ ଅବା ଭିଆଇପି ସମସ୍ତଙ୍କୁ ମନ୍ଦିର ପରିବରରେ ମୋବାଇଲ୍‌ ବ୍ୟବହାର କରିବାକୁ ଉପରେ ବାରଣ କରାଯାଇଛି। … Read More

ମାଟ୍ରିକ୍ ରେଜଲ୍ଟ: ରିଚେକିଂ ଓ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଆବେଦନ କରିବାକୁ ତାରିଖ ଘୋଷଣା କଲା ବୋର୍ଡ

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଆଜି ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଏଥର ପାସ୍ ହାର ୯୬.୦୭ % ରହିଛି, ଯାହା ଗତ ବର୍ଷଠାରୁ କମ୍ ରହିଛି। ଗତ ବର୍ଷ ପାସ୍ ହାର ୯୬.୪% … Read More

AI ଜରିଆରେ ଭଏସ ବଦଳାଇ ୭ ଛାତ୍ରୀଙ୍କୁ ଦୁଷ୍କର୍ମ

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(କୃତ୍ରିମ ବୁଦ୍ଧିମତା) ବା AIର ଆଉ ଏକ ନକରାତ୍ମକ ଦିଗ ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି AI ମାଧ୍ୟମରେ ଜଣେ ଅଧ୍ୟାପିକାଙ୍କ କଣ୍ଠସ୍ୱରର ନକଲ କରି ସାତ ଜଣ ଛାତ୍ରୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୁଲିସ ଏହି ମାମଲାରେ ଅଭିଯୁକ୍ତକୁ ଗିରଫ … Read More

ବିଜେଡି ଲୋଗୋ ଥିବା କାରରୁ ୮୪ କିଲୋ ଗଞ୍ଜେଇ ଜବତ

ବ୍ରହ୍ମପୁର: ଗଞ୍ଜେଇ ବୋଝେଇ କାର୍‌ରେ ଲାଗିଛି ବିଜେଡି ଲୋଗୋ। ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର ଅପରେସନ୍ ସମୟରେ ଏହି କାରରୁ ୮୪ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ। ବ୍ରହ୍ମପୁର ଫାଷ୍ଟ ଗେଟ୍ ନିକଟରେ ଅବକାରୀ ଗୁଇନ୍ଦା ବିଭାଗ ଦୁଇଟି କାର୍‌କୁ … Read More

ସବାରୀ ଗାଡ଼ିକୁ ପିଟିଲା ଟ୍ରକ, ଜଣେ ମୃତ, ୯ ଆହତ

ମୟୂରଭଞ୍ଜ : ବାରିପଦାରେ ଏକ ସବାରୀ ଗାଡ଼ିକୁ ଟ୍ରକ ପିଟିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ବାରିପଦା ସହର ଉପକଣ୍ଠରେ ଥିବା ୧୮ ନମ୍ବର ଜାତୀୟ ରାଜପଥର ଅସନଯୋଡା ଠାରେ ଘଟିଛି ଏହି ସଡ଼କ ଦୁର୍ଘଟଣା। … Read More

ସୁରାଣା ଜୁଏଲର୍ସ ଉପରେ ଚଢ଼ାଉ, ବାହାରିଲା ଟଙ୍କାର ପାହାଡ଼

ସୁନା ଦୋକାନ ମାଲିକଙ୍କ ଘରେ ପଶିଲା ଆୟକର ବିଭାଗ। ବାହାରିଲା ପୁଳା ପୁଳା ଟଙ୍କା। ମହାରାଷ୍ଟ୍ରର ନାସିକରେ ଥିବା ସୁରାଣା ଜୁଏଲର୍ସରେ ଇନକମ୍‌ ଟ୍ୟାକ୍ସ ଡିପାର୍ଟମେଣ୍ଟ ରେଡ୍‌ କରିଛି। ଚଢ଼ାଉ ବେଳେ ନଗଦ ୨୬ କୋଟି ଟଙ୍କା ଜବତ ହୋଇଛି। ଏହି ଘଟଣା … Read More

ପ୍ରକାଶ ପାଇଲା ଯୁକ୍ତ-୨ ରେଜଲ୍ଟ, କଳା, ବିଜ୍ଞାନ, ବାଣିଜ୍ୟ ସବୁଥିରେ ଆଗୁଆ ଝିଅ

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । www.orissaresult.nic.in ରେ ପ୍ରକାଶ ପାଇଲା ରେଜଲ୍ଟ । ଏନେଇ ଫଳ ପ୍ରକାଶ କଲା ଉଚ୍ଚ ମଧ୍ୟମିକ ଶିକ୍ଷା ପରିଷଦ । ତେବେ ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ … Read More