ଶ୍ରୀକ୍ଷେତ୍ରରେ ଆଜି ଭଉଁରୀ ତିଥିରେ ଶେଷ ହେଲା ଚକ ଅଖ ଡେରା ନୀତି

ପୁରୀ: ଆଜି ରଥ ଖଳାରେ ସମ୍ପାଦିତ ହୋଇଛି ଚକାଡେରା ନୀତି । ପରମ୍ପରା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ସକାଳ ଧୂପ ସରିବା ପରେ ଏକ ପଟୁଆରରେ ଆଜ୍ଞାମାଳ ଶ୍ରୀନଅରକୁ ଅଣାଯାଇଥିଲା । ଏହାପରେ ବିଶ୍ୱକର୍ମା ମହାରଣାଙ୍କ ନିର୍ଦ୍ଦେଶକ୍ରମେ ଭୋଇ ସେବାୟତମାନେ ୩ … Read More

ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପୂର୍ଣ୍ଣଛେଦ ପଡ଼ିବ: ମୋଦୀ

ବାରିପଦା: ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପୂର୍ଣ୍ଣଛେଦ ପଡ଼ିବ। ଜୁନ୍ ୧୦ରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ଏଥିଲାଗି ମୁଁ ଆପଣମାନଙ୍କୁ ନିମନ୍ତ୍ରଣ ଦେବାକୁ ଆସିଛି। ଆଜି ଓଡ଼ିଶା କହୁଛି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଣେ ଓଡ଼ିଆ ମୁଖ୍ୟମନ୍ତ୍ରୀ … Read More

କଂଗ୍ରେସ ଓ ଆପ୍‌ର ମେଣ୍ଟ ସ୍ଥାୟୀ ନୁହେଁ ବୋଲି କହିଲେ କେଜ୍ରିୱାଲ

ଚଳିତ ଲୋକସଭା ନିର୍ବାଚନରେ ଦିଲ୍ଲୀର କ୍ଷମତାସୀନ ଆପ୍‌ ଓ ଦେଶର ପ୍ରମୁଖ ବିରୋଧୀ ଦଳ କଂଗ୍ରେସ ମେଣ୍ଟ କରିଛନ୍ତି। ପଞ୍ଜାବରେ ଉଭୟ ଦଳ ଅଲଗା ଅଲଗା ନିର୍ବାଚନ ଲଢ଼ୁଥିଲେ ହେଁ ଦିଲ୍ଲୀରେ ମେଣ୍ଟ କରି ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଦେଇଛନ୍ତି। … Read More

ସମ୍ବିଧାନ ଓ ଲୋକତନ୍ତ୍ର ପାଇଁ ବିପଦ ବିଜେପି: ଖଡଗେ

ବାଲେଶ୍ୱର: ବାଲେଶ୍ୱରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ପ୍ରଚାର । ଦଳୀୟ କର୍ମୀଙ୍କ ପାଇଁ ପ୍ରଚାର କରିବା ସହ ବିଜେପିକୁ ଟାର୍ଗେଟ କରିଛନ୍ତି ଖଡଗେ । ସେ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ କହିଛନ୍ତି ଯେ, ଦେଶରେ ବହୁ ମାତ୍ରାରେ … Read More

ଯୁବବର୍ଗ ମୋ ଅସମ୍ମାନର ଉଚିତ ଜବାବ ୧ ତାରିଖରେ ଭୋଟରେ ଦେବେ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବାହାରୁ ନେତାମାନେ ଆସି ମୋତେ ବ୍ୟକ୍ତିଗତ ଭାବେ ଆଟାକ କରୁଛନ୍ତି । କଟୁ କଥା କହୁଛନ୍ତି । ଆପଣ ଭଲଭାବେ ଜାଣନ୍ତି ମୁଁ କାହାକୁ କେବେ ଅସମ୍ମାନ କରେନାହିଁ । କଟୁ କଥା କୁହେ ନାହିଁ । ଆପଣମାନେ ବିଶେଷକରି ମାଆମାନେ, … Read More

ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ପଛରେ କିଛି ଷଡ଼ଯନ୍ତ୍ର ହେଉନି ତ? ପ୍ରଧାନମନ୍ତ୍ରୀ ମୋଦୀ

ବାରିପଦା: ବର୍ଷେ ହେବ ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଏତେ ଖରାପ କେମିତି ହେଲା? ନବୀନଙ୍କ ସହ ଅତି ଘନିଷ୍ଠ ଥିବା ଲୋକ କହୁଛନ୍ତି, ନବୀନ ଏବେ ନିଜେ କିଛି କରିପାରୁନାହାନ୍ତି। ନବୀନ ବାବୁଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ପଛରେ କିଛି ଷଡ଼ଯନ୍ତ୍ର ହୋଇଥାଇପାରେ … Read More

ଓଡିଶା ବିଜେପିର ୱାଶିଂ ମେସିନରେ ସ୍ୱଚ୍ଛ ହେଉଛନ୍ତି ବିଜେଡିରୁ ବହିଷ୍କୃତ ନେତା: ବିଜେଡି

ଭୁବନେଶ୍ୱର: ବିଜେପି ଉପରେ ବର୍ଷିଛନ୍ତି ବିଜେଡି ସାଂସଦ ତଥା ବିଜେଡି ମୁଖପାତ୍ର ଡ. ସସ୍ମିତ ପାତ୍ର । ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଡ. ପାତ୍ର, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ବିଧାୟକ … Read More

ଦିଲ୍ଲୀର ତାପମାତ୍ରା ୫୨.୩ ଡିଗ୍ରୀ ଛୁଇଁଲା

ସର୍ବକାଳୀନ ରେକର୍ଡ କରିଛି ଦେଶର ରାଜଧାନୀ ଦିଲ୍ଲୀର ସର୍ବୋଚ୍ଚ ତାପମାତ୍ରା। ଆଜି ପ୍ରଥମଥର ପାଇଁ ତାପମାତ୍ରା ୫୨.୩ ଡିଗ୍ରୀ ଛୁଇଁଛି। ପୂର୍ବରୁ ଦିଲ୍ଲୀର କୌଣସି ସ୍ଥାନରେ ତାପମାତ୍ରା କେବେ ହେଲେ ୫୨ ଡିଗ୍ରୀ ପାର କରି ନଥିଲା। କିନ୍ତୁ ଆଜି ଦିଲ୍ଲୀର ମୁଙ୍ଗେଶପୁରରେ … Read More

ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଜଣେ ମହିଳା ମାଓବାଦୀ ସମେତ ଦୁଇ ହାର୍ଡ କୋର ମାଓବାଦୀ ନିହତ । ମହିଳା ମାଓବାଦୀ ମନିଲା ନାଁରେ … Read More

ବିଜେପିର ସଙ୍ଗୀନ ଅଭିଯୋଗ, ନବୀନଙ୍କୁ ଗୋଡ଼ରେ ଆଡ଼େଇ ଦେଉଛନ୍ତି ପାଣ୍ଡିଆନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ଭିଡିଓକୁ ଦୁର୍ଭାଗ୍ୟଜନକ କହିଲେ ସମୀର ମହାନ୍ତି । ଭିଡିଓରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଗୋଡ଼ରେ ଆଡ଼େଇ ଦେଉଛନ୍ତି ।ମୁଖ୍ୟମନ୍ତ୍ରୀ କୌଣସି ରବର ଷ୍ଟାମ୍ପ ନୁହନ୍ତି, ତାଙ୍କୁ ଅପମାନିତ କରନ୍ତୁ ନାହିଁ । ସେ ଗୁମାସ୍ତାକୁ ସତର୍କ କରାଇ … Read More