ଆମରଣ ଅନଶନରେ ବସିଥିବା ମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା
ହରିୟାଣା ସରକାର ଦିଲ୍ଲୀ ଭାଗ ପାଣି ଛାଡ଼ିବା ଦାବିରେ ଆମରଣ ଅନଶନ କରୁଥିବା ଦିଲ୍ଲୀ ମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଛି। ସେ ଆରମ୍ଭ କରିଥିବା ଅନଶନ ଆଜି ୪ର୍ଥ ଦିନରେ ପହଞ୍ଚିଛି। ଆଜି ୪ର୍ଥ ଦିନରେ ଲୋକ ନାୟକ ଜୟ ପ୍ରକାଶ … Read More