ମା’ଙ୍କ ନାଁରେ ଲଗାନ୍ତୁ ଗଛ, ଅପିଲ କଲେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ମନ୍ କି ବାତ୍ ରେଡିଓ କାର୍ଯ୍ୟକ୍ରମ ରବିବାର ପୁଣି ଆରମ୍ଭ ହୋଇଛି। ସାଧାରଣ ନିର୍ବାଚନରେ ରେକର୍ଡ ମତଦାନ ପାଇଁ ବଧାଇ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ନିଜ ମା’ଙ୍କୁ ମନେପକାଇବା ସହ ଜୀବନରେ ମା’ଙ୍କ … Read More