ପେପର ଲିକ ସହ ପିଏଙ୍କ ଲିଙ୍କ ଅଭିଯୋଗ: ନୀରବତା ଭାଙ୍ଗିଲେ ତେଜସ୍ୱୀ ଯାଦବ

ଆରଜେଡି ନେତା ତେଜସ୍ୱୀ ଯାଦବଙ୍କ ପିଏ ପ୍ରୀତମ କୁମାରଙ୍କ ଲିଙ୍କ ନିଟ ପେପର ଲିକ ସହ ରହିଥିବା ଅଭିଯୋଗ ହୋଇଛି। ବିହାରର ଉପ ମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଏପରି ଅଭିଯୋଗ ଆଣିବା ପରେ ତଦନ୍ତକାରୀ ସଂସ୍ଥା ମଧ୍ୟ ତେଜସ୍ୱୀଙ୍କ ପିଏ ପ୍ରୀତମ କୁମାରଙ୍କୁ … Read More

ପୁଣି ଡରାଇଲାଣି ଜାପାନିଜ୍ ଏନସେଫାଲାଇଟିସ୍, ଅନୁଗୁଳରୁ ୪ ଆକ୍ରାନ୍ତ ଚିହ୍ନଟ

ଅନୁଗୁଳ: ଓଡ଼ିଶାରେ ପୁଣି ଜାପାନିଜ୍ ଏନ୍‌ସେଫାଲିଟିସ୍ (ଜେଇ) ଆତଙ୍କ ଦେଖା ଦେଇଛି । ଏହି ଜେଇ ରୋଗରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ପୀଡ଼ିତ ଥିବା ଜଣାପଡ଼ିଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗ ତନାଘନା ଆରମ୍ଭ କରିଛି । ଅନୁଗୁଳରେ … Read More

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ବର: କେ‌ତେକ ଅସନ୍ତୁଷ୍ଟ କର୍ମୀ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କରିଥିବା ଜଣାଯାଇଛି। ସେମାନେ ମୁହଁରେ ମୁଖା ପିନ୍ଧି ଆସି କାଳିମାଡ଼ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। ଯୁବକମାନେ କାଳିମାଡ଼ କରିବା ସହ ପିସିସି ସଭାପତିଙ୍କ ବିରୋଧରେ … Read More

କଲେଜ ଛାତରୁ ପଡି ଅଧ୍ୟାପିକା ମୃତ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଅଘଟଣ । କଲେଜ ଛାତରୁ ପଡ଼ି କନିଷ୍ଠ ଅଧ୍ୟାପିକାଙ୍କ ମୃତ୍ୟୁ ଘଟିଛି । ମୃତ ଅଧ୍ୟାପିକା ଜଣଙ୍କ ହେଲେ ବର୍ଷା ମିଶ୍ର । ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଘରୋଇ ଇଞ୍ଜିନିୟରିଂ … Read More

NEET ବିବାଦ: ଅଭିଯୁକ୍ତଙ୍କ ସହ ବିହାର ଉପ ମୁଖ୍ୟମନ୍ତ୍ରୀ, ଭାଇରାଲ ହେଲା ଫଟୋ

ନିଟ୍‌ ପେପର ଲିକ ଘଟଣାରେ ଗିରଫ ହୋଇଥିବା ଅମିତ ଆନନ୍ଦଙ୍କ ସହ ବିହାରର ଉପ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ସମ୍ରାଟ ଚୌଧୁରୀଙ୍କ ଗୋଟିଏ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋକୁ ଶେୟାର କରି ଆରଜେଡି ଶାସକ (ବିଜେପି-ଜେଡିୟୁ) ଦଳକୁ … Read More

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର : ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ ପଡ଼ିଛନ୍ତି । ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୫୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । … Read More

ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ

ଭୁବନେଶ୍ବର: ଡିପ୍‌ଥେରିଆ ସଂକ୍ରମଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକାଙ୍କ ସୂଚନା । ‘ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ’ । କଳାହାଣ୍ଡି ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ସଂକ୍ରମଣ ବ୍ୟାପିଥିବା କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶିକା । ସୂଚନା ଅନୁସାରେ, … Read More

ଯୋଗମୁଦ୍ରାରେ ଦେଶର ଯବାନ; ଜଳ ଓ ସ୍ଥଳ ଭାଗରେ କଲେ ଯୋଗାଭ୍ୟାସ

ଯୋଗମୁଦ୍ରାରେ ଯବାନ। ଦେଶ ସୁରକ୍ଷାର ଜାଗ୍ରତ ପ୍ରହରୀ ସାଜିଥିବା ଭାରତୀୟ ସେନା ପକ୍ଷରୁ ପାଳିତ ହୋଇଛି ଯୋଗ ଦିବସ। ଜଳ, ସ୍ଥଳ ଓ ଆକାଶମାର୍ଗରେ ଯୋଗାଭ୍ୟାସ। ଆଇଏନଏସ୍ ବିକ୍ରମାଦିତ୍ୟର ଏୟାରକ୍ରାଫ୍ଟ କ୍ୟାରିଅରରେ ଯୋଗ କରିଛନ୍ତି ସେନା ଅଧିକାରୀ ଓ କର୍ମଚାରୀ। ସେହିପରି … Read More

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ ଏକ ଘରୋଇ କଲେଜ ନିକଟରେ ହତ୍ୟାକାଣ୍ଡ ହୋଇଛି । ରାସ୍ତା କଡ଼ରୁ ରକ୍ତାକ୍ତ ମୃତଦେହ ଉଦ୍ଧାର କଲା ପୋଲିସ । ମୃତ ଘର … Read More

ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ … Read More