ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ନେଇ ପୋଷ୍ଟ ମାଷ୍ଟର ଫେରାର

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରସ୍ଥିତ କୃଷ୍ଣନଗର ପୋଷ୍ଟ ଅଫିସରେ କାର୍ଯ୍ୟରତ ପୋଷ୍ଟ ମାଷ୍ଟର ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ନେଇ ଫେରାର ହୋଇ ଯାଇଛନ୍ତି। ସେ ହିତାଧିକାରୀଙ୍କ ଜମା ଖାତାରୁ ଟଙ୍କା ଉଠାଇ ଫେରାର ହୋଇ ଯାଇଛନ୍ତି। ଶତାଧିକ ହିତାଧିକାରୀଙ୍କ ଖାତାରୁ ଲକ୍ଷାଧିକ … Read More

ଆଗକୁ ବଢ଼ୁଛି ମୌସୁମୀ ବାୟୁ, ତଥାପି ଆଗାମୀ ୨ ଦିନ ନିସ୍ତାର ନାହିଁ

ଭୁବନେଶ୍ବର : ଅଗ୍ରସର ହୋଇଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ। ପୂର୍ବରୁ କେବଳ ମାଲକାନଗିରି ଜିଲ୍ଲାକୁ ମୌସୁମୀ ଛୁଇଁଥିବା ବେଳେ ଏବେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର କିଛି ଅଞ୍ଚଳକୁ ପ୍ରବେଶ କରିଛି। ଆସନ୍ତା ୩ ଦିନ ଭିତରେ ରାଜ୍ୟର … Read More

ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା: ଆଜି ରାତି ୧୨ଟାରୁ କାଲି ଦିନ ୧୧ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ … Read More

ଏନବିଡବ୍ଲୁ ମାମଲା: କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ

ଭୁବନେଶ୍ବର: ଏନବିଡବ୍ଲୁ ମାମଲାରେ ହାଜରହେଲେ ଅନୁଭବ ମହାନ୍ତି । ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି ଅନଭବ। କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ । ଅନୁଭବ ଓ ତାଙ୍କ ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ ହୋଇଛି । ପୁରୀ ଘାଟ … Read More

ବଜ୍ରାଘାତରେ ୩ ନାବାଳକ ଓ ଜଣେ ନାବାଳିକା ମୃତ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବଜ୍ରାଘାତରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩ ଜଣ ନାବାଳକ ଥିବା ବେଳେ ଜଣେ ନାବାଳିକା ଅଛନ୍ତି।ନବରଙ୍ଗପୁର, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି ଏହି ଘଟଣା। ନବରଙ୍ଗପୁର … Read More

‘ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌, ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ’

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରେ ଖୋଲିବ ଚାଉଳ ATM। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌। ହିତାଧିକାରୀଙ୍କୁ କାର୍ଡ ଦିଆଯିବ। ସେମାନେ ମେସିନ୍‌ରେ … Read More

ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି ନିଯୁକ୍ତ

ନୂଆଦିଲ୍ଲୀ/ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ବାଚସ୍ପତି ନିଯୁକ୍ତ କରିଛନ୍ତି। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବିରେ ନିଯୁକ୍ତ କରାଯାଇଛି। ସେହିପରି ଲୋକସଭା ସଦସ୍ୟ କେ ସୁରେଶ, … Read More

୪ ମହଲାରୁ ପଡ଼ି ପୂର୍ବତନ ଭାରତୀୟ କ୍ରିକେଟର ଡେଭିଡ୍ ଜନସନ ମୃତ, ଆତ୍ମହତ୍ୟା ସଂଦେହ

ବେଙ୍ଗାଲୁରୁ: ଟି-୨୦ ବିଶ୍ବକପ୍ ୨୦୨୪ର ସୁପର-୮ରେ ଭାରତୀୟ ଦଳ ଆଜି ଆଫଗାନିସ୍ତାନ ବିପକ୍ଷ ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ଅନ୍ୟପଟେ ଭାରତୀୟ କ୍ରିକେଟ ଜଗତରେ ଏକ ଦୁଃଖଦ ଘଟଣା ଘଟିଛି । ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍ ଜନସନଙ୍କ … Read More

ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର ଶ୍ରୀନଗରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଜମ୍ମୁକଶ୍ମୀରରେ ପହଞ୍ଚିଛନ୍ତି। ଆତଙ୍କବାଦୀ ଆକ୍ରମଣ ମଧ୍ୟରେ ମୋଦୀଙ୍କ କାଶ୍ମୀର ଗସ୍ତକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି । ତାଙ୍କର କାଶ୍ମୀର ଗସ୍ତକୁ ଦୃଷ୍ଟିରେ ରଖି କଡା ସୁରକ୍ଷା … Read More

ମକ୍କାରେ ପ୍ରବ​ଳ ଗରମ, ତୀର୍ଥଯାତ୍ରୀ ମୃତ୍ୟୁସଂଖ୍ୟା ୧୦୦୦ ଟପିଲା

ରିୟାଦ : ଗୋଟିଏ ପଟେ ଭାରତ ଏଥର ରେକର୍ଡ ଭାଙ୍ଗି ଗରମ ଅନୁଭବ କରୁଛି। ସେପଟେ ସାଉଦି ଆରବରେ ମଧ୍ୟ ପ୍ରବଳ ଗ୍ରୀଷ୍ମପ୍ରବାହ ଦେଖିବାକୁ ମିଳୁଛି । ପ୍ରବଳ ଗରମ ମଧ୍ୟରେ ମକ୍କାରେ ହଜ୍ ଯାତ୍ରା ସମୟରେ ୧୦୦୦ରୁ ଅଧିକ ତୀର୍ଥଯାତ୍ରୀଙ୍କ … Read More