ଧାନ ମଣ୍ଡିରେ ଲାଗିବ ସିସିଟିଭି, ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ବର: ଧାନ ମଣ୍ଡିରେ ଲାଗିବ ସିସିଟିଭି। ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ରାଜ୍ୟରେ ଦୁର୍ନୀତିକୁ ରୋକିବାକୁ କିଛି ଏଭଳି ଢଙ୍ଗରେ ତତ୍ପର ହେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ। ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କହିବା ମୁତାବକ, … Read More