କୋରାପୁଟରେ ୨ଜଣ ଆନ୍ଥ୍ରାକ୍ସ ରୋଗୀ ଚିହ୍ନଟ

କୋରାପୁଟ : ସଂକ୍ରମିତ ତଥା ମୃତ ଗାଈ ମାଂସ ଖାଇ ୨ ଜଣ ବ୍ୟକ୍ତି ଆନ୍ଥ୍ରାକ୍ସରେ ଆକ୍ରାନ୍ତ ହୋଇଛନ୍ତି। ଘଟଣାଟି ହେଉଛି କୋରାପୁଟ ଜିଲ୍ଲା ଦେଵୀଘାଟ ପଞ୍ଚାୟତ ପଡ଼େଇଗୁଡ଼ା ଗାଁରେ। ଡାକ୍ତରୀଟିମ୍ ଗାଁରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ସୂଚନା ଅନୁଯାୟୀ, … Read More

ଆଇପିଏସ ଆଶିଷ ସିଂ ଜୁନ ୩ରୁ କାର୍ଯ୍ୟରେ ଯୋଗ ଦେଇଛନ୍ତିଁ: ପୁଲିସ ଡିଜି

ଭୁବନେଶ୍ବର: ଆଇପିଏସ ଆଶିଷ ସିଂ ଙ୍କୁ ନେଇ ମୁଁହ ଖୋଲିଲେ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। ସେ କହିଛନ୍ତି, ଆଶିଷ ଗତ ଜୁନ ୩ ତାରିଖ ଠାରୁ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏମିତିକି ଗତ ୧୭ ତାରିଖରେ ପୁଲିସ ଡିଜି କ୍ୟାମ୍ପ … Read More

୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ଓଡ଼ିଶା ସରକାର ଲକ୍ଷ୍ୟ ରଖିଛନ୍ତି: ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ

ଭୁବନେଶ୍ବର: ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ। ଏନେଇ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ମେକ୍ ଇନ୍ ଓଡ଼ିଶା ନାଁ ବଦଳାଇ ଉତ୍କଳ ଇନଭେଷ୍ଟ ସମ୍ମିଟ ହୋଇପାରେ। ଯାହା ଜରିଆରେ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ସରକାର … Read More

ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧିକୁ ରୋକିବା ମନ୍ତ୍ରୀଙ୍କ ପରାମର୍ଶ

ମାଲକାନଗିରି: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତ କରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ସରକାରଙ୍କ ଯୋଗାଣ ଓ … Read More

ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଲେ ନିଜ ଦଳର କାଉନ୍‌ସିଲର

ଭବାନୀପାଟଣା : ଭବାନୀପାଟଣା ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଲେ ନିଜ ଦଳର ସମସ୍ତ କାଉନ୍‌ସିଲର। ଏଥିସହ ବିରୋଧୀ କଂଗ୍ରେସ୍‌ ଓ ବିଜେପିର ଦୁଇ କାଉନ୍‌ସିଲର ମଧ୍ୟରେ ଅନାସ୍ଥାକୁ ସମର୍ଥନ ଜଣାଇ ଜିଲ୍ଲାପାଳଙ୍କ ପାଖରେ ଫେରାଦ ହୋଇଛନ୍ତି। ଭବାନୀପାଟଣା ପୌରପାଳିକାକୁ ବିଜେଡି ଅକ୍ତିଆର … Read More

ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି। ଏହାର ପ୍ରଭାବରେ ଗୁରୁବାର ଦିନଠାରୁ ସାରା ଓଡ଼ିଶାରେ ବର୍ଷା ଲାଗିରହିଛି। ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। … Read More

ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧିତ କରିବ ବିଜେପି

ଭୁବନେଶ୍ବର : ଆସନ୍ତା ରବିବାର ଦିନ ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ରହିବା … Read More

ମନୋଜ ଆହୁଜା ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର : ମନୋଜ ଆହୁଜା ଆଜି ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ (ଜିଏ) ଓ ସାଧାରଣ ଅଭିଯୋଗ (ପିଜି) ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ … Read More

ଦିଲ୍ଲୀରେ ୮୮ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ନୂଆଦିଲ୍ଲୀ : ଗୁରୁବାର ଠାରୁ ଦିଲ୍ଲୀ-ଏନସିଆରରେ ଆରମ୍ଭ ହୋଇଥିବା ଅବିଶ୍ରାନ୍ତ ବର୍ଷା ରାଜଧାନୀରେ ଭୟଙ୍କର ସ୍ଥିତି ସୃଷ୍ଟି କରିଛି। କୃତ୍ରିମ ବନ୍ୟାରେ ଉବୁଟୁବୁ ହୋଇଛି ଦିଲ୍ଲୀ। ସାଂସଦ ଓ ମନ୍ତ୍ରୀଙ୍କ ଘରେ ପଶିଛି ପାଣି। ଲଗାଣ ବର୍ଷା ଯୋଗୁ ରାସ୍ତାରେ ପାଣି … Read More

ବୋଇଂ ଷ୍ଟାରଲାଇନର୍‌ରେ ସୁଧୁରୁନି ଯାନ୍ତ୍ରିକ ତ୍ରୁଟି, ସୁନିତାଙ୍କ ଫେରିବା ନେଇ ଅନିଶ୍ଚିତତା

ଫ୍ଲୋରିଡା : ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍‌ସ ଓ ତାଙ୍କର ସହଯୋଗୀ ବଚ୍‌ ୱିଲମୋର ଚଳିତମାସ ୫ରେ ବୋଇଂ ଷ୍ଟାରଲାଇନର ଯାନରେ ମହାକାଶକୁ ଯାତ୍ରା କରିଥିଲେ। ଆଇଏସଏସ୍‌ରେ ୯ ଦିନ ରହିବା ପରେ ଜୁନ ୧୪ରେ ସୁନିତା ପୃଥିବୀ ପୃଷ୍ଠକୁ … Read More