ଯୁକ୍ତ୨ ନାମଲେଖା: ୭ରୁ ଆବେଦନ
ଭୁବନେଶ୍ୱର : ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ନିମନ୍ତେ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଷୟରେ ନାମଲେଖା ନିମନ୍ତେ ଆସନ୍ତା ୭ତାରିଖଠାରୁ ପ୍ରକ୍ରିୟା ଆରମ୍ବ ହେବ। ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା … Read More