ପ୍ରିଜାଇଣ୍ଡିଂ ଅଫିସର ନିଲମ୍ବିତ
ଜଗତସିଂହପୁର : ଆଜି ଶେଷ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ଜଗତସିଂହପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ନିଆଳି ବିଧାନସଭା ନିର୍ବାଚନ ମଣ୍ଡଳୀର ୭୫ନଂ ବୁଥ୍ର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରାଯାଇଛି। ତାଙ୍କ ନାଁ ଲକ୍ଷ୍ମୀନାରାୟଣ ଦାଶ। ସେ ଜଣେ ଅଧ୍ୟାପକ। ନିର୍ବାଚନ … Read More