ଇସ୍ତଫା ଦେଲେ ଆଡଭୋକେଟ୍ ଜେନେରାଲ ଅଶୋକ ପରିଜା
ଓଡ଼ିଶାର ଆଡଭୋକେଟ୍ ଜେନେରାଲ ଅଶୋକ ପରିଜା ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ । ଶ୍ରୀ ପଟ୍ଟନାୟକ ନିଜ ଦାୟିତ୍ୱ ସହ ଅତିରିକ୍ତ ଭାବେ … Read More