ମୋଦୀଙ୍କ କ୍ୟାବିନେଟ୍ରେ ସ୍ଥାନ ପାଇଲେ ଧର୍ମେନ୍ଦ୍ର ପ୍ରଧାନ, ନେଲେ ଶପଥ
ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀଙ୍କ ତୃତୀୟ ଇନିଂସ ଆରମ୍ଭ ହୋଇଯାଇଛି। ସେ ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଆଜି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ମୋଦୀଙ୍କ … Read More