ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ
ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡ଼ିଥିବା କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଚିଠି ଲେଖିଛନ୍ତି। … Read More