ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ ଚରଣ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରିଛି । … Read More