ଏଣିକି ଆଉ ଲଗାମଛଡା ହୋଇ ପାରିବେନି ଅଫିସର: କ୍ୟାବିନେଟ ମନ୍ତ୍ରୀ ରବି ନାୟକ

ଭୁବନେଶ୍ବର: ଅଫିସରମାନେ ଏଣିକି ଆଉ ଲଗାମଛଡା ହୋଇ ପାରିବେନି । ମନ୍ତ୍ରୀମାନଙ୍କ ହାତରେ ଲଗାମ ରହିବ । ସରକାର ଠିକ ଭାବରେ ଚାଲିବ ଆଉ ଅଫିସରମାନେ ମଧ୍ୟ ଠିକ ଭାବେ କାମ କରିବେ। ଲୋକଙ୍କର ଆଶା ଆକାଂକ୍ଷାକୁ ଦେଖି ଅଫିସରମାନଙ୍କୁ କାମ … Read More

ଢାବା ଓ ଦୋକାନରେ ମଦ-ଗଞ୍ଜେଇ ବେପାର!,ରୋକିପାରୁନି ପୁଲିସ ଓ ଅବକାରୀ ବିଭାଗ

ରାଉରକେଲା: ସହରରେ ବିଭିନ୍ନ ଢ଼ାବା ଓ ଦୋକାନରେ ଚାଲିଛି ଚୋରା ମଦ ଓ ଗଞ୍ଜେଇ ବେପାର। ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ, ପୁରୁଣା ଷ୍ଟେସନ ଓ ଟ୍ରାଫିକ୍‌ ମାର୍କେଟ ଆଦି ଅଞ୍ଚଳରେ ଏହି କାରବାର ଜୋରସୋରରେ ଚାଲିଛି। ସ୍ଥାନୀୟ ପୁଲିସ ଓ ଅବକାରୀ … Read More

ମିଳୁନି ମୁନ୍ଦେ ପାଣି: ହାଣ୍ଡି-ମାଠିଆ ରଖି ରାସ୍ତା ଅବରୋଧ କଲେ ଲୋକେ

କନ୍ଧମାଳ: ପ୍ରବଳ ଖରାକୁ ମୁନ୍ଦେ ପାଣି ପାଇଁ ଖଜୁରୀପଡ଼ା ବ୍ଲକ ସୁଡ୍ରୁକୁମ୍ପା ଉପର ସାହି ବାସିନ୍ଦାଙ୍କୁ ହନ୍ତସନ୍ତ ହେବାକୁ ପଡୁଛି। ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ପାନୀୟଜଳ ସଙ୍କଟ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ମୁନ୍ଦେ ପାଣି ପାଇଁ ସେମାନେ କଲବଲ ହେଉଛନ୍ତି। କୂଅ, … Read More

ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ବିଏସ ୟେଦ୍ଦୁରପ୍ପାଙ୍କ ବିରୁଦ୍ଧରେ ଜାମିନ ବିହୀନ ଗିରଫ ପରୱାନା ଜାରି

ବେଙ୍ଗାଲୁରୁ : କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ବିଏସ ୟେଦୁରପ୍ପାଙ୍କ ବିରୁଦ୍ଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଛି। ଆଜି ବେଙ୍ଗାଲୁରୁର ଏକ କୋର୍ଟ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ପୋକ୍ସୋ ନିୟମ ଅଧୀନରେ ରୁଜୁ … Read More

ଲୁଟ ପରେ ଯୁବତୀଙ୍କ ସହ ରାତି କାଟୁଥିଲେ ‘ଆୟୁଷ୍ମାନ’ ଗ୍ୟାଙ୍ଗ

ଭୁବନେଶ୍ବର : ହାଇୱେରେ ଲୁଟ କରି ଆତଙ୍କରାଜ କରୁଥିବା ଆୟୁଷ୍ମାନ ଗ୍ୟାଙ୍ଗର ଖେଳ ଖତମ। କମିଶନରେଟ ପୁଲିସ୍‌ ହାତରେ ଧରା ପଡ଼ିଛନ୍ତି ଆୟୁଷ୍ମାନ ଗ୍ୟାଙ୍ଗର ୫ କୁଖ୍ୟାତ ଲୁଟେରା। ସେମାନଙ୍କ ନିକଟରୁ ୪୦ ଟି ଚେନ, ୨ ଲକ୍ଷ ନଗଦ ଟଙ୍କା, … Read More

ପୋଷ୍ଟାଲ ଚାକିରି ପାଇଁ ଜାଲ ପ୍ରମାଣପତ୍ର: ଓଡ଼ିଶାରେ ସିବିଆଇର ଖୋଳତାଡ଼

ଭୁବନେଶ୍ବର : ଓଡ଼ିଶାରେ ସିବିଆଇ ପକ୍ଷରୁ ବଡ଼ ଧରଣର ରେଡ୍‌। ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ଜାଲ ପ୍ରମାଣପତ୍ର ଦେବା ଘଟଣାରେ ସିବିଆଇ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇଛି। ପ୍ରାଥମିକ ସୂଚନା ଅନୁସାରେ, ସିବିଆଇ ପକ୍ଷରୁ କଳାହାଣ୍ଡି, ନୂଆପଡ଼ା, … Read More

ବଢିଲା ଅଜିତ ଡୋଭାଲ ଓ ପ୍ରମୋଦ ମିଶ୍ରଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀ ସରକାରଙ୍କ ତୃତୀୟ ପାଳିରେ ଅଜିତ ଡୋଭାଲଙ୍କୁ ପୁଣି ଥରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଭାବେ ନିଯୁକ୍ତ କରାଯାଇଛି । ଅଜିତ ଡୋଭାଲଙ୍କୁ ତୃତୀୟ ଥର ପାଇଁ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଭାବେ ନିଯୁକ୍ତ କରାଯାଇଛି । … Read More

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ: ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ

ସୁଆଣ୍ଡୋ: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଗାଁ ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚିଛନ୍ତି। ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିବା ପରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାପରେ ସେଠାରେ ସ୍ଥାନୀୟ ଲୋକଙ୍କ ସହିତ ମଧ୍ୟ ସେ କଥା ହୋଇଥିଲେ। … Read More

ଚାରିଦ୍ବାର ଖୋଲିଲା, ମହାପ୍ରଭୁଙ୍କ ଦର୍ଶନ କରି ଶ୍ରୀମନ୍ଦିରର ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ

ପୁରୀ: ଗୁରୁବାର ସକାଳେ ଶ୍ରୀମନ୍ଦିରର ୪ ଦ୍ବାରା ଖୋଲାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। । ମଙ୍ଗଳ ଆଳତୀ ପରେ ସେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ସେ ଶ୍ରୀମନ୍ଦିର ଚାରିପାଖ … Read More

ଦିଲ୍ଲୀରେ ଜଳ ସଙ୍କଟ; ପାଣି ଦେବାକୁ ମନା କରିଦେଲେ ହିମାଚଳ ସରକାର

ନୂଆଦିଲ୍ଲୀ : ଦିଲ୍ଲୀରେ ଜଳ ସଙ୍କଟ ମଧ୍ୟରେ ୟୁ-ଟର୍ଣ୍ଣ ନେଇଛନ୍ତି ହିମାଚଳ ପ୍ରଦେଶ ସରକାର। ପୂର୍ବରୁ ପାଣି ଦେବାକୁ କହି ଏବେ ସୁପ୍ରିମକୋର୍ଟରେ ମନା କରି ଦେଇଛନ୍ତି। ଆମ ପାଖରେ ବଳକା ୧୩୬ କ୍ୟୁସେକ୍ ଜଳ ନାହିଁ ବୋଲି ସୁପ୍ରିମକୋର୍ଟରେ କହିଛନ୍ତି … Read More