ଭୁବନେଶ୍ବରରେ ପହଞ୍ଚିଲା ମୃତ ଦୁଇ ଓଡ଼ିଆଙ୍କ ମରଶରୀର, ରାଜ୍ୟ ସରକାରଙ୍କ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା କୁଏତ୍ ଅଗ୍ନିକାଣ୍ଡରେ ମୃତ ଦୁଇ ଓଡ଼ିଆଙ୍କ ମର ଶରୀର। ସ୍ବତନ୍ତ୍ର ବିମାନ ଯୋଗେ ମୃତ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କର ମର ଶରୀର ପହଞ୍ଚିଛି। ଏହି ଅବସରରେ ଶେଷ ଦର୍ଶନ କରିଛନ୍ତି ଓଡ଼ିଶାର ଦୁଇ ଉପ … Read More

୬୧ ଦିନର କଟକଣା ପରେ ହଟିଲା ନଦୀ ଓ ସମୁଦ୍ର ମୁହାଣରୁ ମାଛଧରା କଟକଣା

ପାରାଦୀପ: ୬୧ ଦିନର କଟକଣା ପରେ ଆଜି ହଟିଛି ନଦୀ, ସମୁଦ୍ର ମୁହାଣରୁ ମାଛଧରା କଟକଣା। ଆଜିଠାରୁ ଆରମ୍ଭ ହୋଇଛି ମାଛଧରା। ସୂଚନାଯୋଗ୍ୟ, ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ … Read More

କାଶୀପୁର ଅଜଣା ରୋଗରେ ମୃତ୍ୟୁ ଘଟଣା: କାରଣ ଖୋଜିବା ନେଇ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର: ରାୟଗଡ଼ା ଜିଲ୍ଲା କାଶୀପୁରରେ ଅଜଣା ରୋଗରେ ମୃତ୍ୟୁ ଖବରକୁ ନେଇ ଆକ୍ସନ ମୋଡରେ ମୋହନ ସରକାର। ଗଣମାଧ୍ୟମରେ କାଶୀପୁରରେ ଅଜଣା ରୋଗରେ ପଡି ଲୋକଙ୍କ ଜୀବନ ଯିବା ଖବର ବାଜିବା ପରେ ସରକାର ହସ୍ତକ୍ଷେପ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ … Read More

ଶାଶୁ ଓ ଜ୍ୱାଇଁ ପିଣ୍ଡାରେ ବସି କଥାବାର୍ତ୍ତା ହେଉଥିବା ବେଳେ ବଜ୍ରପାତ, ଶାଶୁ ମୃତ, ଜ୍ବାଇଁ ଗୁରୁତର

ଦିଗପହଣ୍ଡି : ପିଣ୍ଡାରେ ବସି କଥାବାର୍ତ୍ତା ହେଉଥିଲେ ଶାଶୁ ଓ ଜ୍ୱାଇଁ। ହଠାତ୍‌ ହେଲା ବଜ୍ରପାତ। ସେହିଠାରେ ଟଳି ପଡ଼ିଲେ ଶାଶୂ ଓ ମେଡ଼ିକାଲ୍‌ ବେଡ୍‌ରେ ଜ୍ୱାଇଁ। ଆଜି ଅପରାହ୍ନାରେ ଏପରି ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକଅଞ୍ଚଳରେ … Read More

ରାଜଧାନୀରେ ଭୟଙ୍କର ଜଳସଙ୍କଟ: ପାଣି ଛାଡ଼ିବା ପାଇଁ ହରିୟାଣାକୁ ମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀରେ ଏବେ ଭୟଙ୍କର ଜଳସଙ୍କଟ ଦେଖିବାକୁ ମିଳିଛି। ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଲୋକମାନେ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ଏପରି ସ୍ଥିତିରେ ପଡ଼ୋଶୀ ହରିୟାଣାକୁ ପାଣି ଛାଡ଼ିବାକୁ ଅନୁରୋଧ କରିଛନ୍ତି ଦିଲ୍ଲୀର କ୍ଷମତାସୀନ ଆପ୍‌ … Read More

ଭାଇରାଲ ହେଉଛି ମୋଦି-ମେଲୋନିଙ୍କ ସେଲଫି ଓ ଭିଡିଓ

ନୂଆଦିଲ୍ଲୀ : ଭାଇରାଲ ହେବାରେ ଲାଗିଛନ୍ତି ମେଲୋଡି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ଇଟାଲୀ ପ୍ରତିପକ୍ଷ ଜର୍ଜିଆ ମେଲୋନି ଉଠାଇଥିବା ସେଲଫି ଓ ଭିଡିଓ ଭାଇରାଲ ହେଉଛି। #Melodi ଦେଇ ଲକ୍ଷଲକ୍ଷ ଲୋକ ଏହାକୁ ଶେୟାର କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର … Read More

ମୋରମ ପାଇଁ ଯାଇଥିବା ବେଳେ ଖସିଲା ଅତଡ଼ା: ୩ ମହିଳା ମୃତ

କୋରାପୁଟ : କୋରାପୁଟ ଟାଉନ୍ ଥାନା ଅଧୀନ କୋଲାବ ଡ୍ୟାମ୍ ନିକଟସ୍ଥ ମାଟିଖାଲ ମୋରମ୍ ପାହାଡ଼ରୁ ଅତଡ଼ା ଖସିବା ଫଳରେ ଚାପି ହୋଇ ତିନି ଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ସ୍ଥାନୀୟ ସଲମନଗୁଡ଼ା ଗାଁର ପୂର୍ଣ୍ଣି ଜାନୀ, ସାନମତି … Read More

୫ଟି ନାଆଁରେ ଓଡ଼ିଶାରେ ଯେଉଁ ଲୁଟ୍ ହୋଇଛି, ତାର ହିସାବ ମାଗିବୁ: ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

ବରଗଡ଼: ୫ଟି ନାଆଁରେ ଓଡ଼ିଶାରେ ଯେଉଁ ଲୁଟ୍ ହୋଇଛି, ତାର ହିସାବ ମାଗିବୁ। ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ କହିଛନ୍ତି ଗତ ୨୪ ବର୍ଷ ଭିତରେ ଓଡ଼ିଶାର ଖଣିଖାଦାନକୁ ଯେଉଁ ଭଳି ଲୁଟ୍ କରାଯାଇଛି, ବିଜେପି … Read More

ଲୋକଙ୍କୁ ଗୁଣାତ୍ମକ ସେବା ଯୋଗାଇ ଦେବା ଲାଗି ପୁଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ଠିକ୍ ସେହିପରି ଲୋକେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ସତର୍କ ରହିବାକୁ … Read More

ପତ୍ନୀକୁ ହତ୍ୟା କରି ପୋତିଦେଲା ସ୍ୱାମୀ: ୪ ଦିନ ପରେ ଶବ ବାହାର କଲା ପୁଲିସ

ରାଉରକେଲା: ପାରିବାରିକ କଳହକୁ କେନ୍ଦ୍ର କରି ନୃଶଂସ କାଣ୍ଡ ଭିଆଇଛନ୍ତି ସ୍ୱାମୀ। ପତ୍ନୀ ତଣ୍ଟି ଚିପି ହତ୍ୟା କରିବା ପରେ ପଡ଼ୋଶୀଙ୍କ ସହାୟତାରେ ପୋତି ଦେଇଥିଲେ। ମୃତ ମହିଳା ଭାଇଙ୍କ ଲିଖିତ ଏତଲା ପରେ ଘଟଣା ସାମ୍ନାକୁ ଆସିଛି। ଚାରି ଦିନ … Read More