ଆଗାମୀ ୫ବର୍ଷରେ ୫୦ ବର୍ଷର ବିକାଶ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆକ୍ସନ ମୋଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ୫ବର୍ଷରେ ୫୦ ବର୍ଷର ବିକାଶ ହେବ। ଦୀର୍ଘ ୨୪ବର୍ଷ ପରେ ଶାସନର ପରିବର୍ତ୍ତନ ହୋଇଛି। ଯେଉଁଭଳି ଭାବରେ ଓଡ଼ିଶାର ବିକାଶ ହେବା କଥା ଲୋକଙ୍କ ପାଖରେ ସେବା ପହଂଚିବା କଥା … Read More