ଆସନ୍ତାକାଲି ଠାରୁ କିଛି ଜିଲ୍ଲାରେ ଖୋଲିବ ବିଦ୍ୟାଳୟ
ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଆସନ୍ତାକାଲି ଠାରୁ କିଛି ଜିଲ୍ଲାର ବିଦ୍ୟାଳୟଗୁଡ଼ିକ ଖୋଲିବ। ପ୍ରଥମରୁ ଦ୍ବାଦଶ ଶ୍ରେଣୀର ପିଲାମାନେ ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯାଇପାରିବେ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗଣମାଧ୍ୟମକୁ ଏହା କହିଛନ୍ତି। ଶ୍ରୀ … Read More