ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇନି : ଆଇନ ମନ୍ତ୍ରୀ

ଭୁବନେଶ୍ବର: ମହାପ୍ରଭୁଙ୍କ ରତ୍ନଭଣ୍ଡାର ସଂପର୍କରେ ଜାଣିବା ପାଇଁ ଓଡ଼ିଶାବାସୀ ଓ ଭକ୍ତମାନେ ବହୁଦିନରୁ ଅପେକ୍ଷା କରିଛନ୍ତି। ରତ୍ନଭଣ୍ତାର ଆସନ୍ତା ୮ ତାରିଖରେ ଖୋଲାଯିବ ବୋଲି ମଧ୍ୟାହ୍ନ ସମୟରେ ଏଏସ୍‌ଆଇର ଜଣେ ଅଧିକାରୀ କହିଥିଲେ। ଏହାକୁ ନେଇ ପୂରା ରାଜ୍ୟରେ ରତ୍ନଭଣ୍ଡାରକୁ ନେଇ ଚର୍ଚ୍ଚା … Read More

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣା; ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର: ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିଥିବାବେଳେ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି । ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟାନ୍ତ କର୍ଫ୍ୟୁ କୋହଳ … Read More

ବିଜେପିରେ ମିଶିଲେ କିରଣ ଚୌଧୁରୀ

ନୂଆଦିଲ୍ଲୀ: ହରିୟାଣାର ପାଞ୍ଚଥର ବିଧାୟକ କିରଣ ଚୌଧୁରୀ ଏବଂ ତାଙ୍କ ଝିଅ ଶୃତି ଚୌଧୁରୀ ବୁଧବାର (ଜୁନ୍ ୧୯) ରେ ବିଜେପିରେ ଯୋଗ ଦେଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ପାଇଁ ଏହା ଏକ ବଡ ଝଟକା ବୋଲି ବିବେଚନା କରାଯାଉଛି। … Read More

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା‌ ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ … Read More

ଅସହ୍ୟ ଗରମ, ଗଲାଣି ୫୫୦ ହଜ୍‌ ଯାତ୍ରୀଙ୍କ ଜୀବନ

ଜୀବନ ନେଉଛି ଅସହ୍ୟ ଗରମ। ୫୦ ତଳକୁ ଖସୁନି ପାରଦ। ଫଳରେ ଏହା ଏବେ ହଜ୍ ଯାତ୍ରୀଙ୍କ ପାଇଁ କାଳ ସାଜିଛି। ସାଉଦି ଆରବରେ ଅସହ୍ୟ ଗରମ ଓ ଗୁଳୁଗୁଳି ଯୋଗୁ ୫୫୦ରୁ ଅଧିକ ହଜ୍‌ ଯାତ୍ରୀଙ୍କ ମୃତ୍ୟୁ ହୋଇସାରିଲାଣି। ସୂଚନା … Read More

ବାଲେଶ୍ବର ହିଂସା ଘଟଣା: ଗଣ୍ଡଗୋଳକାରୀଙ୍କ ଗିରଫ ସଂଖ୍ୟା ୬୩କୁ ବୃଦ୍ଧି

ବାଲେଶ୍ବର : ବାଲେଶ୍ବର ହିଂସା ଘଟଣାରେ ଗିରଫ ସଂଖ୍ୟା ୬୩କୁ ବୃଦ୍ଧି । ସିସିଟିଭି ଆଧାରରେ ଗଣ୍ଡଗୋଳକାରୀଙ୍କୁ କରାଯାଉଛି ଚିହ୍ନଟ । ପୋଲିସ ସହଯୋଗରେ ଜରୁରୀ ସେବା ଜାରି ରହିଛି । ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ବର୍ତ୍ତମାନ ସୁଦ୍ଧା କର୍ଫ୍ୟୁ ବଳବତ୍ତର … Read More

ଦଳର ସାଂଗଠନିକ ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପ୍ରଥମ ଥର ରାଜ୍ୟ କାର୍ଯ୍ୟାଳୟ ଗସ୍ତ କରିଛନ୍ତି ମୋହନ ମାଝୀ । ଦଳର ସାଂଗଠନିକ ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି … Read More

୨୦ ଯାଏଁ ପ୍ରବଳ ବର୍ଷା; ୨୪ଘଣ୍ଟା ମଧ୍ୟରେ ୧୫ ଜିଲ୍ଲା ପାଇଁ ସତର୍କ ଘଣ୍ଟି

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ମଧ୍ୟରେ ଆସିଛି ଆଶ୍ବସ୍ତି କଲାପରି ଖବର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଆଜିଠୁ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ … Read More

ବାଚସ୍ପତି ପାଇଁ ସୁରମା ପାଢ଼ୀଙ୍କ ନାଁ ଘୋଷଣା କଲା ବିଜେପି, ଦାଖଲ କଲେ ନାମାଙ୍କନ

ଭୁବନେଶ୍ୱର : ସୁରମା ପାଢୀ ବିଜେପିର ବାଚସ୍ପତି ପ୍ରାର୍ଥୀ ।  ବିଜେପି ବିଧାୟକ ଦଳ ବୈଠକ ପରେ ତାଙ୍କ ନାଁ ଘୋଷଣା ହୋଇଛି ।  ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁ ଉପରେ … Read More

ରାସ୍ତାରେ ଶୋଇଥିବା ଲୋକଙ୍କ ଉପରେ ଗାଡ଼ି ଚଢ଼ାଇ ଦେଲେ ରାଜ୍ୟସଭା ସାଂସଦଙ୍କ ଝିଅ: ଜଣେ ମୃତ

ନୂଆଦିଲ୍ଲୀ: ଚେନ୍ନାଇରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ଶୋଇଥିବା ଜଣେ ଯୁବକଙ୍କ ଉପରେ ଜଣେ ରାଜ୍ୟସଭା ସାଂସଦଙ୍କ ଝିଅ ଗାଡ଼ି ଚଢ଼ାଇ ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି। ମୃତକଜଣକଙ୍କ ନାମ ସୂର୍ଯ୍ୟ ଓ ବୟସ ୨୪ବର୍ଷ । … Read More