୧୦୦ ଦିନ ମଧ୍ୟରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା, ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କା

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ବୟାନ୍‌ । ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନେଇ ବଡ଼ ବୟାନ୍‌ ରଖିଛନ୍ତି । ସେ କହିଛନ୍ତି,ସୁଭଦ୍ରା ଯୋଜନା କ୍ୟାବିନେଟ ମୋହର ବାଜିବା ପରେ ଡ୍ରାଫ୍ଟିଂ ଷ୍ଟେଜରେ ଅଛି । ୧୦୦ ଦିନ … Read More

ତାରିଣୀ ମନ୍ଦିରର ଉନ୍ନତି ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଘଟଗାଁ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀଙ୍କୁ ଦର୍ଶନ କରି ତାଙ୍କ ଆଶିଷ ନେବା ପରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ … Read More

NEET ପେପର୍‌ ଲିକ୍‌ ମାମଲା: ଦୁଇ ଶିକ୍ଷକ ଅଟକ

NEET ପରୀକ୍ଷାକୁ ନେଇ ଚାରିଆଡେ ବିବାଦ ଜାରି ରହିଛି। ଏହି ପେପର୍‌ ଲିକ୍‌ ହୋଇଥିବା ଅଭିଯୋଗ ହୋଇଛି। ଏହି ପେପର୍ ଲିକ୍ ମାମଲରେ ବିହାର ପରେ ଏବେ ମହାରାଷ୍ଟ୍ରର ଲିଙ୍କ ସାମ୍ନାକୁ ଆସିଛି। ଧରାପଡିଛନ୍ତି ଦୁଇ ଜଣ ଶିକ୍ଷକ। ମହାରାଷ୍ଟ୍ରର ଲାତୁରରୁ … Read More

ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ପଞ୍ଚମ ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣାଗଡ଼ : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ କାନୁଟ ଗ୍ରାମରେ ଗତ ଫେବୁଆରୀ ୧୦ ତାରିଖରେ ଗ୍ୟାସ ଟାଙ୍କି ଫାଟି ୬ ଜଣ ଆହତ ହୋଇଥିଲେ  l ସେତେବେଳେ ସେମାନଙ୍କୁ ପ୍ରଥମେ କଣ୍ଟାବାଞ୍ଜି ଡାକ୍ତରଖାନା, ବଲାଙ୍ଗିର ଜିଲ୍ଲା ଚିକିତ୍ସାଳୟ  ଓ ପରେ ରାଉରକେଲାର … Read More

ବିଚ୍‌ ରାସ୍ତାରେ ବିଜେପି ନେତାଙ୍କୁ ଗୁଳି କରି ହତ୍ୟା

ବିଚ୍‌ ରାସ୍ତାରେ ବିଜେପି ନେତାଙ୍କୁ ଗୁଳି କରି ହତ୍ୟା। ମଧ୍ୟପ୍ରଦେଶର ଇନ୍ଦୋରରେ ବିଜେପି ନେତା ମୋନୁ କଲ୍ୟାଣଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ହିଁ ଟଳି ପଡିଛନ୍ତି ବିଜେପି ନେତା। ମୋନୁ … Read More

ରାସ୍ତା ଉପରେ ବିଦ୍ୟୁତ ଖୁଣ୍ଟ ଦେଖି ଅଟକିଗଲେ ସିଦ୍ଧାନ୍ତ ମହାପାତ୍ର

ଗଞ୍ଜାମ : ସିଦ୍ଧାନ୍ତ ମହାପାତ୍ରଙ୍କୁ କିଏ ବା ନଜାଣେ । ଚଳଚ୍ଚିତ୍ର ଜଗତରେ ବେଶ ନାଁ ହାସଲ କରିଥିବା ସିଦ୍ଧାନ୍ତ ଏବେ ରାଜନୀତିରେ ବେଶ ସକ୍ରିୟ ଅଛନ୍ତି । ବିଧାୟକ ଭାବେ ଲୋକପ୍ରିୟତା ହାସଲ କରିଛନ୍ତି ସିଦ୍ଧାନ୍ତ । ତେବେ ସିଦ୍ଧାନ୍ତ … Read More

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ, ଉତ୍ଫୁଲିତ କେନ୍ଦୁଝରବାସୀ

କେନ୍ଦୁଝର; ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟି କେନ୍ଦୁଝରରେ ପାଦ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବ୍ୟ ସମ୍ବର୍ଦ୍ଧନା ସହ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି କେନ୍ଦୁଝରବାସୀ । ମନରେ ଭରି ରହିଛି ଅନେକ ଉତ୍କଣ୍ଠା ଓ ଉଦ୍ଦୀପନ … Read More

ଯୌନ ନିର୍ଯାତନା ମାମଲା, ପ୍ରଜ୍ଜ୍ୱଳଙ୍କ ଭାଇ ସୂରଜ ରେଭାନ୍ନା ଗିରଫ

କର୍ଣ୍ଣାଟକ ସେକ୍ସ ସ୍କାଣ୍ଡଲରେ ଫସିଥିଲା ଜେଡିଏସ୍‌ ନେତା ପ୍ରଜ୍ଜ୍ୱଳ ରେଭାନ୍ନାଙ୍କ ଭାଇ ସୂରଜ ରେଭାନ୍ନା ମଧ୍ୟ ଗିରଫ। ଯୌନ ନିର୍ଯାତନା ଅଭିଯୋଗରେ ତାଙ୍କୁ ହାସନ ପୁଲିସ ଗିରଫ କରିଛି। ସୂରଜ ଜଣେ ଜେଡିଏସ କାର୍ଯ୍ୟକର୍ତ୍ତାଙ୍କ ସହ ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିବା … Read More

ଆରମ୍ଭ ହେଲା ଶ୍ରୀମନ୍ଦିରରେ ପଟି ଦିଅଁଙ୍କ ପୂଜା

ପୁରୀ: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ହୋଇ ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ମହାପ୍ରଭୁଙ୍କ ଚଳିତଥର ବିରଳ ୧୩ ଦିନିଆ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି। … Read More

କଲେଜ ଅଧ୍ୟାପିକାଙ୍କ ମୃତ୍ୟୁର ଫିଟୁନି ରହସ୍ୟ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ୱର : ରହସ୍ୟ ଫିଟୁନି ଘରୋଇ କଲେଜ୍ ଅଧ୍ୟାପିକାଙ୍କ ମୃତ୍ୟୁ ଘଟଣାରୁ । ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ରାଜଧାନୀ ତମାଣ୍ଡୋ ଥାନା ଅଧୀନରେ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ କମ୍ପୁଟର ସାଇନସ୍ ବିଭାଗର ଅଧ୍ୟାପିକା ଥିଲେ ବର୍ଷା ମିଶ୍ର … Read More