ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ହକି ଇଣ୍ଡିଆ ପୁରୁଷ ଦଳ ଘୋଷଣା: ଓଡ଼ିଆ ଖେଳାଳି ଅମିତ ରୋହିଦାସ ସାମିଲ
ନୂଆଦିଲ୍ଲୀ : ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳ ଘୋଷଣା କରାଯାଇଛି। ଏହି ତାଲିକାରେ ୫ ଜଣ ଡେବ୍ୟୁାଣ୍ଟ ରହିଛନ୍ତି। ଦଳର ନେତୃତ୍ବ ହରମାନପ୍ରୀତ୍ ସିଂ ନେବେ। ଉପଅଧିନାୟକ ଭାବରେ ହାର୍ଦ୍ଦିକ ସିଂଙ୍କୁ ଦଳର ସାମିଲ କରାଯାଇଛି। ଅଲମ୍ପିକ୍ସ … Read More