ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ବଦଳି ପାରେ ବ୍ୟବସ୍ଥା
ପୁରୀ : ୮ ଶହ ବର୍ଷ ତଳର ଶ୍ରୀମନ୍ଦିର। ଏବେ ମଧ୍ୟ ସେହି ସମାନ ସ୍ଥାନ, ସେହି ସମାନ ବ୍ୟବସ୍ଥା। ହେଲେ ଏପଟେ ଦିନକୁ ଦିନ ବଢ଼ୁଛି ଭକ୍ତଙ୍କ ସଂଖ୍ୟା। ଏପରିସ୍ଥଳେ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଟିଏ କେମିତି କରିବ ଅନାୟସରେ ଦର୍ଶନ? … Read More