ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି। ଏହାର ପ୍ରଭାବରେ ଗୁରୁବାର ଦିନଠାରୁ ସାରା ଓଡ଼ିଶାରେ ବର୍ଷା ଲାଗିରହିଛି। ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। … Read More