ଅଣସର ଘରେ ମହାପ୍ରଭୁ, ସୁସ୍ଥତା ପାଇଁ ଚାଲିଛି ଓଷ ଲାଗି ବିଧି
ପୁରୀ: ମହାସ୍ନାନ ପରେ ଏବେ ଅଣସର ଘରେ ଜ୍ୱରରେ ପୀଡିତ ଚତୁର୍ଦ୍ଧାବିଗ୍ରହ । ଏଥିପାଇଁ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଦଇତାପତି ସେବାୟତ ମାନେ ଜାରି ରଖିଛନ୍ତି ଗୁପ୍ତ ଚିକିତ୍ସା । ସମ୍ପୂର୍ଣ୍ଣ ଆୟୁର୍ବେଦ ପ୍ରଣାଳୀରେ ମହାପ୍ରଭୁଙ୍କ ଚିକିତ୍ସା ଜାରି ରହିଛି । ଚତୁର୍ଦ୍ଧାବିଗ୍ରହଙ୍କ ଶରୀରରେ … Read More