ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଆଇଏଏସ ନିକୁଞ୍ଜ ଧଳ
ଭୁବନେଶ୍ବର: ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ। ଏହା ପୂର୍ବରୁ ରାଜ୍ୟ ସରକାର ଆଜି ମନୋଜ … Read More