ହୀରାକୁଦ ବିସ୍ଥାପିତଙ୍କୁ ଜମି ପଟ୍ଟା ବଣ୍ଟନ କଲେ ରାଜସ୍ୱ ମନ୍ତ୍ରୀ

ରେଙ୍ଗାଲି: ସ୍ୱାଧୀନତାର ୭୭ବର୍ଷ ପରେ ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତ ପରିବାରର ତୃତୀୟ ପିଢିକୁ ରାଜ୍ୟ ସରକାର ୧୦ ଡେସିମିଲ୍ ଘରଡିହ ପଟ୍ଟା ପ୍ରଦାନ କରି ନ୍ୟାୟ ପ୍ରଦାନ କରିଛନ୍ତି। ପୂର୍ବ ସରକାର ଏଦିଗରେ ନୀରବ ଦ୍ରଷ୍ଟା ଥିବାରୁ ନିଜ ଭିଟାମାଟି … Read More

ଲକ୍ଷାଧିକ ଟଙ୍କା ସହ ଧରାପଡିଲେ ବିଡିଓ

ଧର୍ମଗଡ : ୭ ଲକ୍ଷ ଟଙ୍କା ସହ ଧରାପଡିଲେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ । ବିଡ଼ିଓ ଶ୍ରୀମତୀ କାର୍ତ୍ତିକ ଭବାନୀପାଟଣାରୁ ଗୋଲାମୁଣ୍ଡା ଫେରୁଥିବା ବେଳେ ଜାରିଂ ଛକ ନିକଟରେ ଜୟପୁର ଭିଜିଲାନ୍ସ  ଅତିରିକ୍ତ ଏସପି ଅରୁଣ ନାଏକଙ୍କ … Read More

ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର : ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବୁଧବାର ଶୂନ୍ୟକାଳରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଜଣେ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲାର ତଦନ୍ତ ଚାଲିଥିବା ବେଳେ … Read More

୫ ହଜାର ଟଂକା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ କିରାଣି

ମାଲକାନଗିରି: ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ମାଥିଲି ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କିରାଣୀ ୫ ହଜାର ଟଂକା ଲାଞ୍ଚ ନେଉଥିବା ବେଳେ ଆଜି ମାଲକାନଗିରି ଭିଜିଲାନସ ହାତରେ ଧରାପଡିଛନ୍ତି। ଘଟଣା ଅନୁଯାୟୀ ସୋମନାଥ ବାଙ୍କିଆ ନାମକ ଶିକ୍ଷକ କୌଣସି … Read More

ରାଜ୍ୟରେ ମୋଟ ୧୮ଟି କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ହୋଇଛି ୧୪୭ କୋଟି ଟଙ୍କାର ଦୁର୍ନୀତି

ଭୁବନେଶ୍ବର : ଖୋଲିବ ସମବାୟ ଦୁର୍ନୀତି ପେଡି! ବନ୍ଧା ହେବେ ଅଧିକାରୀ! ସରକାରୀ ତହବିଲକୁ ଫେରିବ ଆତ୍ମସାତ ହୋଇଥିବା ଟଙ୍କା ! ବିଧାନସଭାରେ ଆସିଛି ଆଖିତରାଟି ଦେଲା ଭଳି ତଥ୍ୟ। ମିଳିଥିବା ସୂଚନା ଅନୁସାରେ ସମବାୟ ବ୍ୟାଙ୍କ ଗୁଡିକରେ ହୋଇଛି ୨୦୦ … Read More

ପାଦରେ ପଡ଼ିଥିଲା ବେଡ଼ି, ଛତିଶଗଡ଼ରୁ ଭାସି ଓଡ଼ିଶାରେ ଲାଗିଲେ ମହିଳା

ଝାରସୁଗୁଡ଼ା : ମହାନଦୀର ଅକାତ କାତ ପାଣି ଏବେ କୂଳ ଲଂଘୁଛି। ପ୍ରଖର ପାଣି ସ୍ରୋତର ଘୁଁ ଘୁଁ ଗର୍ଜନ ଦେଖୁଥିବା ଲୋକ ମନରେ ଛନକା ପଶାଇ ଦେଉଛି। ଏପରି ଦୃଶ୍ୟ ଦେଖି ଯେ କେହି ଛାନିଆ ହେବା ସ୍ୱାଭାବିକ କଥା। … Read More

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ଆଗାମୀ ଦୁଇଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର ଓଡ଼ିଶା ଓ ଉତ୍ତର ବଙ୍ଗୋପସାଗରରେ ଘନିଭୂତ ହୋଇ ଶୁକ୍ରବାର ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ … Read More

ମଧୁମିତାଙ୍କ ଡାଏରୀ ଜବତ କଲା ପୁଲିସ

ଭୁବନେଶ୍ୱର : ଭୁବନେଶ୍ୱରରେ ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ମାମଲାରେ ଦିନିକିଆ ରିମାଣ୍ଡରେ ଅଭିଯୁକ୍ତ ସ୍ୱାମୀ ଶ୍ରୀଧର ଜେନା। ତାଙ୍କୁ ରିମାଣ୍ଡରେ ଆଣି ଜେରା କରିଛି ଧଉଳି ଥାନା ପୁଲିସ। ତାଙ୍କୁ ଇନ୍ଦିରା କଲୋନୀ ସ୍ଥିତ ଭଡ଼ା ଘରକୁ ନେଇ ତଦନ୍ତ କରିବା … Read More

ହତ୍ୟା ମାମଲାରେ ୧୪ ଜଣଙ୍କୁ ଆଜୀବନ ଜେଲ୍‌ ଓ ଜରିମାନା

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡିରେ ଘଟିଥିବା ଏକ ହତ୍ୟା ମାମଲାରେ ୧୫ ବର୍ଷ ପରେ ଆଜି ରାୟ ପ୍ରକାଶ ପାଇଛି। ୧୪ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ପାରଳାଖେମୁଣ୍ଡି ଅତିରିକ୍ତ ଜିଲ୍ଲା ଦୌରା ଜଜ ପ୍ରଦୀପ କୁମାର ସାମଲ। ଏଥିସହ ୧୦ ହଜାର … Read More

ନନ୍ଦନକାନନକୁ ଜଗିବେ ଓଡିଶା ଶିଳ୍ପ ସୁରକ୍ଷା ବାହିନୀ

ଭୁବନେଶ୍ୱର: ଏଣିକି ନନ୍ଦନକାନନର ସୁରକ୍ଷା ଦାୟିତ୍ୱ ନେଇଛି ଓଆଇଏସଏଫ ବା ଓଡିଶା ଶିଳ୍ପ ସୁରକ୍ଷା ବାହିନୀ | ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ ଗାର୍ଡେନର ସୁରକ୍ଷାକୁ ମଜବୁତ କରିବା ପାଇଁ ଓଆଇଏସଏଫର ଏକ ପ୍ଲାଟୁନ୍ ଯବାନ ନିୟୋଜିତ ହୋଇଛନ୍ତି … Read More