ନୂଆ ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର ସର୍ବାଙ୍ଗୀନ ଉନ୍ନତି ଲାଗି କାର୍ଯ୍ୟ କରୁଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ବରରେ ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା ତରଫରୁ ନବ ନିର୍ବାଚିତ ବିଧାୟକ ଓ ସାଂସଦମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ … Read More