ସେପ୍ଟେମ୍ବର ୩ରେ ହେବ ଓଡ଼ିଶା ସମେତ ୯ ରାଜ୍ୟର ୧୨ ରାଜ୍ୟସଭା ଉପନିର୍ବାଚନ
ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୧୨ଟି ରାଜ୍ୟସଭା ଆସନ ପାଇଁ ଆସନ୍ତା ୩ ତାରିଖରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଏହି ୧୨ଟି ଆସନ ମଧ୍ୟରେ ଓଡ଼ିଶାର ଗୋଟିଏ ରାଜ୍ୟସଭା ଆସନ ରହିଛି। ବିଜେଡି ପକ୍ଷରୁ ରାଜ୍ୟସଭାକୁ ଯାଇଥିବା ମମତା ମହାନ୍ତ … Read More