ଏସ୍ସିବିରେ କ୍ରେନ୍ ଭାଙ୍ଗି ୩ ଶ୍ରମିକ ଗୁରୁତର
କଟକ: ବଡ଼ମେଡିକାଲରେ ଶୁକ୍ରବାର ବଡ଼ ଦୁର୍ଘଟଣା ଘଟିଛି। ନିର୍ମାଣ କାର୍ଯ୍ୟ ଚାଲୁଥିବାବେଳେ ଏକ କ୍ରେନ୍ ଭାଙ୍ଗିପଡ଼ିଛି। ଫଳରେ ଘଟଣାସ୍ଥଳରେ ୩ ଜଣ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି। ଏସସିବି ସେକେଣ୍ଡ କ୍ୟାମ୍ପସରେ ନିର୍ମାଣ କାର୍ଯ୍ୟ ଚାଲୁଥିବାବେଳେ କେଉଁ କାରଣରୁ କ୍ରେନ୍ଟି … Read More