ଏସସିବିରେ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ ଘଟଣା : ବନ୍ଧା ହେଲେ ଡାକ୍ତର
କଟକ: ଏସସିବିରେ ରୋଗୀଙ୍କୁ ଜଣେ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ ଘଟଣାର ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କଲା ସ୍ବାସ୍ଥ୍ୟ ବିଭାଗ । କମିଟିରେ ଡିଏମଇଟି ସନ୍ତୋଷ ମିଶ୍ର, ଏସସିବି ଅଧୀକ୍ଷକ ସୁଧାଂଶୁ ମିଶ୍ର, ଯୁଗ୍ମ ଡିଏମଇଟି ରୋମା ରତନ … Read More