ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ବର: ଦକ୍ଷିଣ ବଙ୍ଗୋପ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ । ସକ୍ରିୟ ରହିଛି ମୌସୁମୀ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା … Read More