ଆଦିବାସୀ ଗାଁର ପରମ୍ପରା ଓ ସଂସ୍କୃତି ବଜାୟ ରଖିବା ଆମ ସରକାରଙ୍କ ପ୍ରାଥମିକତା: ମନ୍ତ୍ରୀ ରବି ନାରାୟଣ ନାୟକ

ଭୁବନେଶ୍ବର: ୫୦୦ ଆଦିବାସୀ ଗାଁକୁ ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଆକ୍ସନ ମୋଡ଼ରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ। ରୋଡ଼ମ୍ୟାପ ପ୍ରସ୍ତୁତ କଲା ବିଭାଗ। ଯେଉଁ ଗାଁଗୁଡିକରେ ୮୦ ରୁ ୯୦ ପ୍ରତିଶତ ଆଦିବାସୀ ରହିଛନ୍ତି ସେହି … Read More

ରକ୍ତରେ ଭିଜିଲା ରାକ୍ଷୀ: ଛୁରୀ ଭୁଷି ଭଉଣୀକୁ ମାରିଦେଲା ଭାଇ

ବ୍ରହ୍ମପୁର : ରାକ୍ଷୀ ପୂର୍ଣ୍ଣିମାରେ ରକ୍ତରେ ଭିଜିଲା ରାକ୍ଷୀ। ଆଉ ସୁରକ୍ଷା ଦେବାର ପ୍ରତିଶ୍ରୁତି ଦେଇ ପ୍ରତାରଣା କଲା ଭାଇ। ଯେଉଁ ଭାଇର ଦୀର୍ଘାୟୂ କାମନା କରି ତା’ ହାତରେ ବାନ୍ଧିଥିଲା ରାକ୍ଷୀ, ଆଜି ସିଏ ପାଲଟିଲା ନର ରାକ୍ଷସ। ଚିର … Read More

ତାରା ପଚାରିଲେ: କୁଆଡ଼େ ଗଲା ‘ସୁଭଦ୍ରା’ ଏସ୍‌ଓପି

ଭୁବନେଶ୍ବର : ‘ସୁଭଦ୍ରା’ ଯୋଜନା ମାଧ୍ୟମରେ ମହିଳାଙ୍କୁ ହାତ ଖର୍ଚ୍ଚ ଦେବେ ରାଜ୍ୟ ସରକାର। ସେଥିପାଇଁ ବଜେଟ୍‌ରେ ବ୍ୟୟବରାଦ କରିଥିଲେ। ଡିସେମ୍ୱର ୧୫ ତାରିଖ ସୁଦ୍ଧା ‘ସୁଭଦ୍ରା’ ଯୋଜନାର ଏସ୍‌ଓପି ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଥିଲେ। … Read More

ଯୁଦ୍ଧ ଭିତରେ ପ୍ରଥମଥର ପାଇଁ ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବଶୀଘ୍ର ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନ ଗସ୍ତ କରିବେ। ରୁଷ ସହ ଯୁଦ୍ଧ ଆରମ୍ଭ ହେବା ପରେ ପ୍ରଥମଥର ପାଇଁ ମୋଦି ୟୁକ୍ରେନ ଗସ୍ତ କରୁଛନ୍ତି। ଗୋଟିଏ ମାସ ତଳେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଗସ୍ତ … Read More

ଅଭିଯୁକ୍ତ ସଞ୍ଜୟ ରୟର ହେବ ମିଛ ଧରା ପରୀକ୍ଷା

କୋଲକାତା : କୋଲକାତାର ସରକାରୀ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟର ହେବ ମିଛ ଧରା ପରୀକ୍ଷା। ଘଟଣାର ତଦନ୍ତ କରୁଥିବା ସିବିଆଇକୁ ମିଛ ଧରା ପରୀକ୍ଷା କରିବା ପାଇଁ … Read More

ଆମ୍ବୁଶ ଲଗାଇ ଆତଙ୍କବାଦୀଙ୍କ ଆକ୍ରମଣ, ଜଣେ ସିଆରପିଏଫ୍ ଅଧିକାରୀ ସହିଦ

ଶ୍ରୀନଗର : ଜମ୍ମୁ ଓ କଶ୍ମୀରର ଉଧାମପୁର ଜିଲ୍ଲାର ଡୁଡୁ ଅଞ୍ଚଳରେ ଆତଙ୍କବାଦୀଙ୍କ ଗୁଳିରେ ସୋମବାର ସହିଦ ହୋଇଛନ୍ତି ଜଣେ ସିଆରପିଏଫ୍ ଅଧିକାରୀ। ମୃତ ଅଧିକାରୀ ସିଆରପିଏଫରେ ଇନ୍ସପେକ୍ଟର ଥିଲେ। ଡୁଡୁ ପୁଲିସ୍ ଷ୍ଟେସନଠାରୁ ପ୍ରାୟ ୮ କିଲୋମିଟର ଦୂରରେ ସିଆରପିଏଫର … Read More

୩୦ ବର୍ଷ ପରେ ଦେଶରେ ଗୃହଯୁଦ୍ଧ ପରିସ୍ଥିତି ହେବ: ବିଜୟଭର୍ଗିୟ

ଇନ୍ଦୋର : ମଧ୍ୟପ୍ରଦେଶର ମନ୍ତ୍ରୀ କୈଳାସ ବିଜୟଭର୍ଗିୟଙ୍କ ଏକ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଏହାର ଭିଡ଼ିଓ ମଧ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହେବାର‌େ ଲାଗିଛି। ଇନ୍ଦୋରରେ ମନ୍ତ୍ରୀ ବିଜୟଭର୍ଗିଆ ଏକ ସାମାଜିକ ସମନ୍ୱୟ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ … Read More

ବୟଫ୍ରେଣ୍ଡ ସହିତ ଯାଆନ୍ତୁ, ଆମେ ସୁରକ୍ଷା ଦେଇ ପାରିବୁ ନାହିଁ: ଡାକ୍ତରଙ୍କୁ ନେଇ ଟିଏମସି ସାଂସଦଙ୍କ ବିବାଦୀୟ ମନ୍ତବ୍ୟ

କୋଲକାତା: ଚଳିତ ମାସ ଆରମ୍ଭରେ ଅଗଷ୍ଟ ୯ରେ କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଜୁନିଅର ଡାକ୍ତରଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହା ପରେ ଧର୍ମଘଟରେ ଥିବା ଡାକ୍ତରଙ୍କୁ ଟାର୍ଗେଟ କରି ଟିଏମସି … Read More

ଡରାଇଲା ମଙ୍କି ପକ୍ସ: ହସ୍ପିଟାଲ ଓ ଏୟାରପୋର୍ଟକୁ ଜାରି ହେଲା ଆଲର୍ଟ

ନୂଆଦିଲ୍ଲୀ : ଭାରତକୁ ଡରାଇବା ଆରମ୍ଭ କରିଛି ମଙ୍କି ପକ୍ସ ଭାଇରସ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏମପକ୍ସ ବା ମଙ୍କି ପକ୍ସକୁ ଗ୍ଲୋବାଲ ପବ୍ଲିକ ହେଲ୍ଥ ଏମର୍ଜେନ୍ସି ଘୋଷଣା କରିବା ପରେ ଭାରତରେ ମଧ୍ୟ ଛନକା ସୃଷ୍ଟି ହୋଇଛି। ଏହାର ମୁକାବିଲା … Read More

ତେଲେଙ୍ଗାନାରୁ ଅଭିଷେକ ମନୁ ସିଂଭିଙ୍କୁ ରାଜ୍ୟସଭା ପଠାଇବ କଂଗ୍ରେସ

ନୂଆଦିଲ୍ଲୀ: କଂଗ୍ରେସ ନେତା ଅଭିଷେକ ମନୁ ସିଂଭି ସୋମବାର ତେଲେଙ୍ଗାନାରୁ ରାଜ୍ୟସଭା ଉପ-ନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ। ଯେତେବେଳେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବାକୁ ସିଂଭି ବିଧାନସଭାରେ ପହଞ୍ଚିଥିଲେ ସେତେବେଳେ ମୁଖ୍ୟମନ୍ତ୍ରୀ ଏ ରେଭନ୍ତ ରେଡ୍ଡୀ … Read More