ବିଲ୍ଡରଙ୍କୁ ଯୋଗୀଙ୍କ ଛାଟ: ବକେୟା ପୈଠ ନ କଲେ କଠୋର କାର୍ଯ୍ୟାନୁଷ୍ଠାନ

ନୋଏଡା: ନୋଏଡାରେ ଫ୍ଲାଟ କ୍ରେତାମାନଙ୍କର ପଞ୍ଜିକରଣ କରାଯାଉନାହିଁ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଫ୍ଲାଟ କ୍ରେତାଙ୍କ ପଞ୍ଜିକରଣକୁ ତ୍ୱରାନ୍ୱିତ କରିବାକୁ ଏବଂ ଫ୍ଲାଟ କ୍ରେତାଙ୍କ ପଞ୍ଜିକରଣରେ ଅବହେଳା କରୁଥିବା ବିଲ୍ଡରଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା କର୍ତ୍ତୃପକ୍ଷଙ୍କୁ କହିଛନ୍ତି। ଏବେ … Read More

ରାହୁଲ ଗାନ୍ଧିଙ୍କ ‘ମିସ୍ ଇଣ୍ଡିଆ’ ବୟାନ୍, ‘ବାଳକ ବୁଦ୍ଧି’ କହି କଟାକ୍ଷ କଲେ କିରଣ ରିଜିଜୁ

ନୂଆଦିଲ୍ଲୀ : “ମିସ୍ ଇଣ୍ଡିଆ କି ଗଣମାଧ୍ୟମର ଟପ୍ ଆଙ୍କର୍ ତାଲିକାରେ ଦଳିତ, ଆଦିବାସୀ କି ଓବିସି ବର୍ଗର ମହିଳା ନାହାନ୍ତି।” ରାହୁଲ ଗାନ୍ଧିଙ୍କ ଏପରି ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ସଂଖ୍ୟାଲଘୁ ମନ୍ତ୍ରୀ କିରଣ ରିଜିଜୁ। ଏହା ସାସଂଦ … Read More

କେନ୍ଦ୍ର ସରକାରଙ୍କ ନୂଆ ପେନସନ ଯୋଜନା, ମିଳିବ ଏହି ସବୁ ସୁବିଧା

ନୂଆଦିଲ୍ଲୀ : କେନ୍ଦ୍ରରେ କ୍ଷମତାସୀନ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର ଆଜି ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ନୂଆ ପେନସନ ସ୍କିମ୍। ୟୁନିଫାଏଡ୍ ପେନସନ ସ୍କିମ୍ (ୟୁପିଏସ୍) ଉପରେ ଆଜି କେନ୍ଦ୍ର କ୍ୟାବିନେଟର … Read More