ବିଳମ୍ବରେ ଅଫିସ ଆସିଲେ କନଷ୍ଟେବଲ; ଗରମ ପାଣି ଫିଙ୍ଗିଲେ ହାବିଲଦାର

ବାରିପଦା : ଅଗ୍ନିଶମ ବାହିନୀରେ କାର୍ଯ୍ୟରତ କନଷ୍ଟେବଲ ଉପରକୁ ଗରମ ପାଣି ଫିଙ୍ଗିଦେଲେ ହାବିଲଦାର। ଏପରି ଅଘଟଣ ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଅଗ୍ନିଶମ କାର୍ଯ୍ୟାଳୟରେ। କାର୍ଯ୍ୟରତ କନଷ୍ଟେବଲ ଦୁଷ୍ମନ୍ତ ଦେହୁରୀଙ୍କୁ ବାରିପଦା ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଭିଯୋଗ ଅନୁସାରେ, … Read More

ଅଳଙ୍କାର ଲୁଟ୍ ଘଟଣା; CRPF ଯବାନଙ୍କ ସହ ୫ ଗିରଫ

ଧରାକୋଟ : ସୁନା ଦୋକାନରୁ ଲୁଟ୍ ଘଟଣାରେ ଜଣେ ସିଆରପିଏଫ୍ ଯବାନଙ୍କ ସହ ୫ ଜଣଙ୍କୁ ଗିରଫ କରିଛି ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ପୁଲିସ । ସେମାନଙ୍କ ଠାରୁ ୨ କେଜି ରୁପା, ୧୫୦ ଗ୍ରାମ ସୁନା ସହ ନଗଦ … Read More

ବାର୍ଡ ଫ୍ଲୁ କୁକୁଡ଼ାର ସଂସ୍ପର୍ଶରେ ମଣିଷ ଆସିବା ଉଚିତ ନୁହେଁ

ଭୁବନେଶ୍ବର: ବାର୍ଡ ଫ୍ଲୁକୁ ନେଇ ସ୍ଥିତି ଚିନ୍ତାଜନକ ରହିଛି। ଏଣୁ ଏବେ କିଛି ଦିନ ପାଇଁ ଚିକେନ୍ ନ ଖାଇବା ଭଲ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ମତ ରଖିଛନ୍ତି। ସେ କହିଛନ୍ତି, ବାର୍ଡ ଫ୍ଲୁକୁ ନେଇ ଜିଲ୍ଲା ମାନଙ୍କୁ … Read More

ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ବୈଠକ: ଜଳବାୟୁ ଅନୁକୂଳ ଓ ସୌରଶକ୍ତି ଚାଳିତ ଶୀତଳ ଭଣ୍ଡାର ପ୍ରତିଷ୍ଠା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କୃଷି ଭବନ ବୋର୍ଡ ରୁମ୍‌ରେ ଆୟୋଜିତ ଏହି … Read More

ପବିତ୍ର ଜନ୍ମାଷ୍ଟମୀରେ ପୁରପଲ୍ଲୀ କୃଷ୍ଣମୟ

ଭୁବନେଶ୍ବର : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ । ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳନ କରୁଛନ୍ତି … Read More

ଚୋରା ଦେଶୀ ମଦର ହବ୍ ପାଲଟିଛି ସାଲିଆ ସାହି

ଭୁବନେଶ୍ବର : ଭୁବନେଶ୍ୱର ସାଲିଆସାହି ପାଲଟିଛି ଦେଶୀ ମଦର ହବ୍। ଯେତେ ଚଢ଼ାଉ ହେଉଛି ସେତିକି ମଦ ଭାଟି ଠାବ ହେଉଛି। ଆଜି ଭୁବନେଶ୍ୱର ଅବକାରୀ ବିଭାଗ ପକ୍ଷରୁ ସଲିଆସାହି ମୁଣ୍ଡା ସାହିରେ ରେଡ୍ ବେଳେ ଠାବ ହୋଇଛି ପୁଣି ଏକ … Read More

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ: ଆଇନ ମନ୍ତ୍ରୀ

ଭୁବନେଶ୍ବର : ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ? ରତ୍ନଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ। ଏସବୁର ସର୍ଭେ ହେବ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ … Read More

କାଲି ଓଡ଼ିଶା ଆସିବେ ED ନିର୍ଦ୍ଦେଶକ ରାହୁଲ ନବୀନ

ଭୁବନେଶ୍ବର : ଓଡ଼ିଶା ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ରାହୁଲ ନବୀନ। ଆସନ୍ତାକାଲିଠୁ ୩ ଦିନିଆ ଗସ୍ତରେ ଆସିବେ ରାହୁଲ ନବୀନ।। କାଲି ସନ୍ଧ୍ୟା ପ୍ରାୟ ୭ ଟା ୫୫ ମିନିଟ୍‌ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାହୁଲ … Read More

ରାସ୍ତା ପାଇଁ ଅଭିନବ ପ୍ରତିବାଦ; କାଦୁଅ ପଚପଚ ରାସ୍ତାରେ ଧାନ ରୋଇଲେ ଲୋକେ

ମାଲକାନଗିରି : ପକ୍କା ରାସ୍ତାଟେ ପାଇଁ ପ୍ରଶାସନ ପାଖରେ ବାରମ୍ବାର ଗୁହାରି କଲେ ଗାଁ ଲୋକେ। କିନ୍ତୁ କେହି ଶୁଣିଲେ ନାହିଁ। ତେଣୁ ପ୍ରତିବାଦରେ କାଦୁଅ ପଚପଚ ରାସ୍ତାରେ ଧାନ ରୋଇ ପ୍ରତିବାଦ କରିଛନ୍ତି ଗାଁ ଲୋକ। ଏମିତି ଦୃଶ୍ୟ ଦେଖିବାକୁ … Read More

ଚୋରାଚାଲାଣବେଳେ ୩୦ କୋଟି ଟଙ୍କାର ସୁନା-ରୂପା ଜବତ

ଭୁବନେଶ୍ବର : ବ୍ୟାଙ୍କରେ ଟଙ୍କା ଲୋଡ୍ କରୁଥିବା ଗାଡିରେ ସୁନା ଚୋରାଚାଲାଣ ହେଉଥିବାବେଳେ ଧରିଲା ସିଟିଜିଏସଟି ବିଭାଗ । ଭୁବନେଶ୍ବର ଏୟାରପୋର୍ଟରୁ ଦୁଇଟି ଗାଡି ଆସୁଥିବା ନେଇ ସୂଚନା ମିଳିଥିଲା । ସୂଚନା ପାଇ ୮୦ କେଜି ସୁନା ଓ ରୂପା … Read More