ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ
ଭୁବନେଶ୍ୱର:ଖୁବ୍ ଶୀଘ୍ର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ। ଏ ନେଇ ନିଷ୍ପତ୍ତି ନେବେ ସରକାର।ମୁଖ୍ୟମନ୍ତ୍ରୀ ଏ ନେଇ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ସରକାର କଣ କରିବେ ସେ ନେଇ ଶୀଘ୍ର ନିଷ୍ପତ୍ତି ହେବ। … Read More