ସ୍ମାର୍ଟ ମିଟର ଖୋଲି ଗ୍ରୀଡ୍ ଆଗରେ ଫୋପାଡ଼ିଲେ ଶହଶହ ଚାଷୀ
ବରଗଡ : ସ୍ମାର୍ଟ ମିଟର ନାଁରେ ଶୋଷଣ। ଟାଟା ପାୱାର ବିରୋଧରେ ହଲ୍ଲାବୋଲ। ତାତିଲେ ଲୋକେ। ଘରୁ ଉପାଡିଲେ ବିଦ୍ୟୁତ୍ ମିଟର। ଟାଟା ପାୱାର ଗ୍ରୀଡ୍ ଅଫିସ ଆଗରେ ଫିଙ୍ଗିଲେ। ଚାଷୀମାନେ ସ୍ମାର୍ଟ ମିଟର ଧରି ବିଶାଳ ଶୋଭାଯାତ୍ରାରେ ଟାଟା ପାୱାର … Read More