ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ନଂ-1 ହେଲେ ଗୌତମ ଆଦାନୀ
ନୂଆଦିଲ୍ଲୀ : ଧନୀ ତାଲିକାରେ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଆଗେଇ ଯାଇଛନ୍ତି ଗୌତମ ଆଦାନୀ। ବର୍ତ୍ତମାନ ଭାରତର ସବୁଠୁ ଧନୀ ହେଉଛନ୍ତି ଗୌତମ ଆଦାନୀ। ତାଙ୍କ ସମ୍ପତ୍ତି ମୂଲ୍ୟ 11.6 ଲକ୍ଷ କୋଟି ଟଙ୍କା। ହୁରୁନ ଇଣ୍ଡିଆ ରିପୋର୍ଟରେ ଏହା ପ୍ରକାଶ … Read More