ହରିଦାସପୁର-ପାରାଦ୍ୱୀପ ଦ୍ଵିତୀୟ ରେଳ ଲାଇନ ପାଇଁ ପ୍ରସ୍ତାବ ଦେଲେ ସାଂସଦ ବୈଜୟନ୍ତ

ଭୁବନେଶ୍ବର : କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡା ହରିଦାସପୁର-ପାରାଦ୍ୱୀପ ଦ୍ଵିତୀୟ ରେଳ ଲାଇନ ପାଇଁ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ପ୍ରସ୍ତାବ ଦେଇଛନ୍ତି। ଗତକାଲି ଶ୍ରୀ ପଣ୍ଡା ଏହି ପ୍ରସ୍ତାବ ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ … Read More

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ମହିଳାମାନଙ୍କ ଉପରେ ହେଉଥିବା ହିଂସା ଉପରେ ଭାରତର ମହାମହିମ … Read More

କୋଟିପତି କନିଷ୍ଠ କିରାଣିଙ୍କୁ ବାନ୍ଧିଲା ଭିଜିଲାନ୍ସ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ପ୍ରଦୀପ କୁମାର ଦାସଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ବିଡିଓ ଆୟଠାରୁ ଅଧିକ … Read More

ବି-ଟେକ୍ ଗଞ୍ଜେଇ ମାଫିଆ; ବାହାରୁ ସୁନ୍ଦର ତରୁଣୀ ଆଣି ରିଲ୍ସ କରୁଥିଲେ

ଭୁବନେଶ୍ବର :ଅଏସ କରୁଥିଲେ B-Tech ଗଞ୍ଜେଇ ମାଫିଆ। ଗଞ୍ଜେଇ ବେପାରରୁ ରୋଜଗାର କରୁଥିବା ଟଙ୍କାରେ ମୌଜ ମଜଲିସ୍‌ କରୁଥିଲେ। ରାଜ୍ୟ ବାହାରୁ ସୁନ୍ଦର ସୁନ୍ଦର ତରୁଣୀ ଆଣି ସେମାନଙ୍କ ସହିତ ରିଲ୍ସ କରୁଥିଲେ। ସୋଶାଲ୍‌ ମିଡ଼ିଆରେ ଧମାଲ୍‌ କରୁଥିଲେ। ଆଜି ସେହି … Read More

ଗୁପ୍ତ ରତ୍ନଭଣ୍ଡାର ଥାଇପାରେ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର : ଗୁପ୍ତ ରତ୍ନଭଣ୍ଡାର ଥାଇପାରେ। ସେଥିପାଇଁ ଜିପିଆର ସର୍ଭେ କରାଯିବ। ଓଡ଼ିଶା ରିପୋର୍ଟରକୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ଏହି କଥା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଏଏସଆଇ ତାର ପ୍ରାଥମିକ ଅନୁସନ୍ଧାନ ସାରିଦେଲାଣି। ବର୍ତ୍ତମାନ … Read More

ସ୍ୱାୟତ୍ତ ଶାସନ ଦିବସ ଅବସରରେ ୪ଟି ପ୍ରକଳ୍ପ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଟକ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସ୍ୱାୟତ୍ତ ଶାସନ ଦିବସ ଅବସରରେ କଟକ ସହରରେ ୫୦ କୋଟି ଟଙ୍କା ବ୍ୟୟରେ ୪ଟି ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ପ୍ରତିବର୍ଷ ସ୍ୱାୟତ୍ତ ଶାସନ ଦିବସରେ କଟକ ମହାନଗର ନିଗମ ଅନେକ ପ୍ରକଳ୍ପ … Read More

ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା, ଗୁଣାତ୍ମକ ଶିକ୍ଷାଦାନ ଉଦ୍ଦେଶ୍ୟ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଉପସ୍ଥିତିରେ ଓଡିଶାରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ – ପିଏମ ଉଷା କାର୍ଯ୍ୟକାରୀ କରିବା ନିମନ୍ତେ ଆଜି ଭାରତ … Read More

ରାଜଧାନୀକୁ ବାର୍ଡ ଫ୍ଲୁ ଭୟ; ଚିକେନ ନ ଖାଇବାକୁ ପରାମର୍ଶ ଦେଲେ ମେୟର

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠରେ ବାର୍ଡ ଫ୍ଲୁ ବ୍ୟାପିଥିବାରୁ ରାଜଧାନୀବାସୀଙ୍କୁ ସତର୍କ କରିଛି ବିଏମସି। ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନ ଆଣିବାକୁ ରାଜଧାନୀର କୁକୁଡ଼ା ବ୍ୟବସାୟୀଙ୍କୁ ନୋଟିସ କରାଯାଇଛି। ଏଥିସହ କୁକୁଡ଼ାଙ୍କ ଅସ୍ୱାଭାବିକ ମୃତ୍ୟୁ ହେଲେ ଏଣେ ତେଣେ ନ ଫିଙ୍ଗି … Read More

ଧାନ ବିଲରୁ ୨ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ପୁରୀ : ଧାନ ବିଲରୁ ୨ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ବାଲିହରଚଣ୍ଡି କଠୁଆରେଡି ରାସ୍ତା ନିକଟରେ ଥିବା ବିଲରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଦ୍ୱୟଙ୍କ ଘର ପୁରୀ ଖଡିପଦା … Read More

ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର : ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଗତକାଲି ରାତିରେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କେହି ହତ୍ୟା କରି ଏଠି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। କିଛି ଯାତ୍ରୀ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ … Read More